ପୋଖରୀରେ ବୁଡ଼ିଗଲେ ୨ ନାବାଳିକା

ମୟୁରଭଞ୍ଜ: ପୋଖରୀରେ ବୁଡି ଦୁଇ ନାବାଳିକା ସାଙ୍ଗଙ୍କ ସଲିଳ ସମାଧି। ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି କପ୍ତିପଦା ଥାନା ବଡ଼ଖଲାଡି ନଛିପୁର ଗାଁରେ।  ଦାଣ୍ଡଘାଟ ଦେହୁରୀ ସାହି ବିଦ୍ୟାଳୟରେ ପାଠ ପଢ଼ୁଥିବା ଦୁଇ ସାଙ୍ଗ ୭ ବର୍ଷ ର … Read More

ଆତ୍ମସମର୍ପଣ କଲେ ୧୨୪ ମାଓବାଦୀ

ମାଲକାନଗିରି : ମାର୍ଚ୍ଚ ୩୧ ପୂର୍ବର ସମାପ୍ତ ହେବ ଲାଲଗଡ଼ । ଆତ୍ମସମର୍ପଣ କଲେ ୧୨୪ଜଣ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଦଣ୍ଡକାରଣ୍ଯ ସ୍ପେଶାଲ ଜୋନାଲ କମିଟିର ୧୨୪ଜଣ ମାଓବାଦୀ ତେଲେଙ୍ଗାନାରେ ଆତ୍ମସମର୍ପଣ କରିଛନ୍ତି । ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ … Read More

ଭିଜିଲାନ୍ସ ଜାଲରେ ଜଳସଂପଦ ବିଭାଗ ଯନ୍ତ୍ରୀ, ଘରୁ ବାହାରିଲା ପୁଳା ପୁଳା ଟଙ୍କା

ମାର୍ଶାଘାଇ :  ଭିଜିଲାନ୍ସ ଜାଲରେ ଜଳସଂପଦ ବିଭାଗର କୋଟିପତି ଯନ୍ତ୍ରୀ ।  ଘରୁ ବାହାରିଲା ପୁଳା ପୁଳା ଟଙ୍କା । ନଗଦ ସାଢ଼େ ୪ ଲକ୍ଷ ଟଙ୍କା  ଜବତ ।   କେନ୍ଦ୍ରାପଡ଼ା  ଜିଲ୍ଲା ଡେରାବିଶ ଇରିଗେସନ ସବ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ … Read More

ସ୍କୁଲ ବନ୍ଦକୁ ନେଇ ଦୁଇ ସାହି ମୁହାଁମୁହିଁ

ଦଶପଲ୍ଲା : ସ୍କୁଲ ବନ୍ଦ ଯୋଗୁ ଦୁଇ ସାହି ମୁହାଁମୁହିଁ । ନୟାଗଡ଼ ଜିଲ୍ଲା ଗଣିଆ ଥାନା ବେଲପଡା ସ୍କୁଲ ବନ୍ଦ ଯୋଗୁ ଦୁଇ ସାହି ମଧ୍ୟରେ ଗଣ୍ଡଗୋଳ ।  ଛାତ୍ର ମୃତ୍ୟୁକୁ ନେଇ ଦୀର୍ଘ ମାସେ ହେଲା ସ୍କୁଲ ବନ୍ଦ ରହିଛି … Read More

ଛାତ୍ରୀଙ୍କୁ ଅସଦାଚରଣ: ହିନ୍ଦୀ ଶିକ୍ଷକ ଅଟକ

ବାସୁଦେବପୁର:  ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ  । ଥାନାରେ ଶିକ୍ଷକ ଅଟକ ।  ଭଦ୍ରକ ବାସୁଦେବପୁର ବ୍ଲକ ନଟିଆ ପାଳରେ ଥିବା ଜବାହାର ନବୋଦୟ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି  । ସେହି ବିଦ୍ୟାଳୟର ହିନ୍ଦୀ ଶିକ୍ଷକ … Read More

ପିଟିଦେଲା ହାଇୱା, ଚାଲିଗଲା ୩ ଜୀବନ

ଭୁବନେଶ୍ୱର : ସକାଳୁ ସକାଳୁ ରାଜଧାନୀରେ ଭୟଙ୍କର ସଡକ ଦୁର୍ଘଟଣା । ପିଟିଦେଲା ହାଇୱା, ଚାଲିଗଲା ୩ ଜୀବନ। ପାହାଳ ଥାନା ଅନନ୍ତପୁର ଛକ ନିକଟରେ ଏକ ହାଇୱା ଧକ୍କାରେ ତିନି ଜଣଙ୍କ ମୃତ୍ୟୁ ଘଟିଛି । ତିନି ଜଣ ଯୁବକ ବାଇକରେ … Read More

୫ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା

ରାୟଗଡ଼ା: ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା । ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ଚାଟିକଣା ଅଞ୍ଚଳରେ ଜଣେ ୫ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯାଇଛି । ଏହାକୁ ନେଇ ସାଧାରଣରେ ଆଲୋଡନ ସୃଷ୍ଟି ହୋଇଛି । ଚାଟିକଣା … Read More

ସ୍ୱତନ୍ତ୍ର ଲିଭ୍ ପିଟିସନ୍ ଦାଖଲ କରିବାରେ ବିଳମ୍ବ: ଓଡିଶା ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ। କହିଲେ ସରକାରଙ୍କ ଆଚରଣ ଅତ୍ୟନ୍ତ ଅଳସୁଆମୀ। ସ୍ୱତନ୍ତ୍ର ଲିଭ୍ ପିଟିସନ୍ (SLP) ଦାଖଲ କରିବାରେ ଚାରି ମାସ ବିଳମ୍ବ ପାଇଁ ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ରାଜ୍ୟର ମନୋଭାବକୁ “ଅତ୍ୟନ୍ତ … Read More

ସଙ୍ଗଠନ ଓ ସରକାରକୁ ନେଇ ଦଳୀୟ ନେତାଙ୍କ ସହ ଆଲୋଚନା କଲେ ଶାହା

ଭୁବନେଶ୍ବର:ରାଜ୍ୟ ବିଜେପି କାର୍ଯ୍ୟାଳୟରେ  ଗୃହମନ୍ତ୍ରୀ ଅମିତ ଶାହାଙ୍କ ବୈଠକ। ସଙ୍ଗଠନ ଓ ସରକାର କୁ ନେଇ ବୈଠକରେ ଆଲୋଚନା ହୋଇଥିବା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ ନେତାଙ୍କ ସହ ଆଲୋଚନା କରିଥିଲେ ଶାହା।  … Read More

ଆଗାମୀ ୪ ସପ୍ତାହ ପର୍ଯ୍ୟନ୍ତ ଟିଭି ଚ୍ୟାନେଲର TRP ରେଟିଂ ବନ୍ଦ

ନୂଆଦିଲ୍ଲୀ : ଯୁଦ୍ଧ ପାଇଁ ଟିଭି ଚ୍ୟାନେଲ୍ ର TRP ବନ୍ଦ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ବଡ଼ ପଦକ୍ଷେପ । ଇସ୍ରାଏଲ୍ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ କିଛି ନ୍ୟୁଜ୍ ଚ୍ୟାନେଲ୍ ଅତ୍ୟଧିକ ଭୟଭୀତ କରିବା ଭଳି … Read More