ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର : ଆଜି ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ । ଜୀବନର କୌଣସି ପରିସ୍ଥିତିରେ ସେ ସାଲିସ୍ କରି ନଥିଲେ। ବିଜୁବାବୁ ଓଡିଶା ପାଇଁ ଅନେକ ସ୍ଵପ୍ନ ଦେଖିଥିଲେ। ଯାହା ଅଧୁରା ରହିଛି ସେ … Read More

ହୋଲିରେ ବିଭିନ୍ନ ସ୍ଥାନରେ ଅଘଟଣ, ଚାଲିଗଲା ୧୦ରୁ ଅଧିକ ଜୀବନ

କନ୍ଧମାଳ: ରଙ୍ଗ ପର୍ବ ହୋଲିରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅଘଟଣ । ମୃତ୍ୟୁ ସଂଖ୍ୟା ୧୦ରୁ ଅଧିକ । କେଉଁଠି ସଡ଼କ ଦୁର୍ଘଟଣା ତ କେଉଁଠି ଗାଧୋଇବା ବେଳେ ଅଘଟଣ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବନ୍ଦୁଲି ଛକ ନିକଟରେ ଦୁର୍ଘଟଣାରେ … Read More

ପୁଣି ଫେଲ୍ ମାରିଲା ଚୀନର ଏୟାର ଡିଫେନ୍ସ

ନୂଆଦିଲ୍ଲୀ: ଗୋଟିଏ ବର୍ଷ ଭିତରେ ଦୁଇ ଦୁଇ ଥର ଫେଲ୍ ମାରିଲା ଚୀନର ଏୟାର ଡିଫେନ୍ସ । ପ୍ରଥମେ ଅପରେସନ ସିନ୍ଦୂର ସମୟରେ ପାକିସ୍ତାନ ପାଇଁ ଫେଲ୍ ମାରିଥିଲା, ଆଉ ଏବେ ଇରାନ କ୍ଷେତ୍ରରେ ବି ବିଫଳ ହେଲା । ଚୀନର … Read More

ପୂର୍ବତନ କେନ୍ଦ୍ରମନ୍ତ୍ରୀ କେପି ଉନ୍ନିକୃଷ୍ଣନଙ୍କର ଦେହାନ୍ତ

କେରଳ : ବରିଷ୍ଠ କଂଗ୍ରେସ ନେତା ଏବଂ ପୂର୍ବତନ କେନ୍ଦ୍ରମନ୍ତ୍ରୀ କେପି ଉନ୍ନିକୃଷ୍ଣନଙ୍କର ଦେହାନ୍ତ ହୋଇଛି । କେରଳ କୋଝିକୋଡର ଏକ ଘରୋଇ ହସ୍ପିଟାଲରେ ୮୯ ବର୍ଷ ବୟସରେ ଦେହାନ୍ତ ଘଟିଛି । ଉନ୍ନିକୃଷ୍ଣନ୍ କିଛି ଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ … Read More

ଦୁବାଇରୁ ସୁରକ୍ଷିତ ଫେରିଲେ ବ୍ୟାଡମିଣ୍ଟନ ତାରକା ପିଭି ସିନ୍ଧୁ

ବେଙ୍ଗାଲୁରୁ : ସୁରକ୍ଷିତ ଭାବେ ସ୍ବଦେଶ ଫେରିଛନ୍ତି ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ । ମଧ୍ୟ ପ୍ରାଚ୍ୟରେ ଲାଗି ରହିଥିବା ଭୟାବହ ଯୁଦ୍ଧ ଏବଂ ଦୁବାଇରେ ଫସି ରହିବା ପରେ ବେଙ୍ଗାଲୁରୁ ସ୍ଥିତ ନିଜ ବାସଭବନକୁ ଫେରିଛନ୍ତି । ତେବେ ଏହି ସଂକଟ … Read More

୧୪ ଦେଶ ଛାଡ଼ିବାକୁ ଆମେରିକୀୟଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆମେରିକୀୟଙ୍କୁ ୧୪ ଦେଶ ଛାଡ଼ିବାକୁ ନିର୍ଦ୍ଦେଶ ଜାରି । ଜରୁରୀକାଳୀନ ନିର୍ଦ୍ଦେଶ ଜାରି କଲା ଆମେରିକା ବୈଦେଶିକ ବିଭାଗ । ମଧ୍ୟ-ପ୍ରାଚ୍ୟର ୧୪ଟି ଦେଶରେ ଥିବା ଆମେରିକୀୟ ନାଗରିକମାନଙ୍କୁ “ଗମ୍ଭୀର ସୁରକ୍ଷା ବିପଦ” ଦର୍ଶାଇ ତୁରନ୍ତ ସେହି ସ୍ଥାନ ଛାଡ଼ିବାକୁ … Read More

ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପ , ଥରିଲା ସୁମାତ୍ରା ଦ୍ୱୀପ

ନୂଆଦିଲ୍ଲୀ: ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପ । ୬.୧ ତୀବ୍ରତାରେ ଥରିଲା ସୁମାତ୍ରା ଦ୍ୱୀପ । ମଙ୍ଗଳବାର ସକାଳେ ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପ ନିକଟରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲ୍ ରେ ୬.୧ ରହିଥିଲା … Read More

ଇରାନର ସରକାରୀ ଟିଭି ଚ୍ୟାନେଲ ମୁଖ୍ୟାଳୟ ଉପରେ ଇସ୍ରାଏଲର ଆକ୍ରମଣ

ନୂଆଦିଲ୍ଲୀ : ଧ୍ୱଂସ ହେଲା ଇରାନର ସରକାରୀ ଟିଭି କେନ୍ଦ୍ର । ଇରାନର ସରକାରୀ ଟିଭି ଚ୍ୟାନେଲ ମୁଖ୍ୟାଳୟ ଉପରେ ଇସ୍ରାଏଲର ବଡ଼ ଧରଣର ଆକ୍ରମଣ । ତେହେରାନରେ ଥିବା ଇରାନର ସରକାରୀ ପ୍ରସାରଣ କେନ୍ଦ୍ର (IRIB) କୁ ବୋମାମାଡ଼ କରି ସମ୍ପୂର୍ଣ୍ଣ … Read More

ସାଉଦି ଆରବରେ ଆମେରିକା ଦୂତାବାସ ଉପରେ ଇରାନର ଡ୍ରୋନ୍ ଆକ୍ରମଣ

ନୂଆଦିଲ୍ଲୀ : ରକ୍ତମୁଖା ଇରାନ । ରିୟାଦରେ ଥରିଲା ଆମେରିକା ଦୂତାବାସ । ସାଉଦି ଆରବରେ ଥିବା ଆମେରିକା ଦୂତାବାସ ଉପରେ ଡ୍ରୋନ୍ ଆକ୍ରମଣ । ଆଜି ସକାଳେ ସାଉଦି ଆରବର ରିୟାଦରେ ଥିବା ଆମେରିକା ଦୂତାବାସ ଉପରେ ଏକ ବଡ଼ ଧରଣର … Read More

ଇରାନର ମିସାଇଲ୍ ଶକ୍ତିକୁ ଶେଷ କରିବ ଆମେରିକା: ମାର୍କୋ ରୁବିଓ

ନୂଆଦିଲ୍ଲୀ : ଧ୍ୱଂସ ହେବ ଇରାନର ନୌସେନା ଏବଂ ମିସାଇଲ୍ । ଇରାନର ମିସାଇଲ୍ ଶକ୍ତିକୁ ଆମେରିକା ଶେଷ କରିବ ବୋଲି କହିଛନ୍ତି ମାର୍କୋ ରୁବିଓ । ଇରାନ ବିରୁଦ୍ଧରେ ଚାଲିଥିବା ସାମରିକ ଅଭିଯାନର ମୁଖ୍ୟ ଲକ୍ଷ୍ୟ ସ୍ପଷ୍ଟ କରିଛନ୍ତି ଆମେରିକା ବିଦେଶ … Read More