କାକିନାଡାରେ ବାଣ ବିସ୍ଫୋରଣ : ୨୧ ମୃତ
କାକିନାଡା: ଆନ୍ଧ୍ର ପ୍ରଦେଶର କାକିନାଡା ଜିଲ୍ଲାରେ ଆଜି ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୨୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣଟି ଅପରାହ୍ନ ସମୟରେ ସମରଲକୋଟା ମଣ୍ଡଳ ଅନ୍ତର୍ଗତ … Read More
