ବିଜୟ ଓ ରଶ୍ମିକାଙ୍କୁ ବିବାହ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ : ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନାଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦମ୍ପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ବିବାହ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଦମ୍ପତିଙ୍କୁ ଶୁଭେଚ୍ଛା ଜଣାଇ ଏକ ସ୍ୱତନ୍ତ୍ର ଚିଠି ପଠାଇଥିଲେ। … Read More
