ଦେଶର ପ୍ରଥମ ଆତଙ୍କବାଦ ବିରୋଧୀ ପଲିସି ‘ପ୍ରହାର’ ଉନ୍ମୋଚନ କଲା ଭାରତ
ନୂଆଦିଲ୍ଲୀ:ଭାରତର ପ୍ରଥମ ବ୍ୟାପକ ଆତଙ୍କବାଦ ବିରୋଧୀ ପଲିସି ଜାରି କଲା କେନ୍ଦ୍ର ଗୃହ ମନ୍ତ୍ରଣାଳୟ। ସୋମବାର ପ୍ରକାଶିତ ଏହି ପଲିସିର ନାଁ “ପ୍ରହାର”ରଖାଯାଇଛି।ସୀମାପାର ଆତଙ୍କବାଦ ଏବଂ ସାଇବର ଆକ୍ରମଣଠାରୁ ଆରମ୍ଭ କରି ଡ୍ରୋନ୍ ଏବଂ ଉଦୀୟମାନ ପ୍ରଯୁକ୍ତିର ଅପବ୍ୟବହାର ପର୍ଯ୍ୟନ୍ତ ବିପଦଗୁଡ଼ିକୁ … Read More
