‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ ଶୁଭାରମ୍ଭ; ଘରେ ବସି ମିଳିବ ୧୪ଟି ପୋଲିସ ସେବା

ଭୁବନେଶ୍ବର:ପୋଲିସ ତରଫରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଜରୁରୀ ସେବା ପ୍ରାପ୍ତି ନିମନ୍ତେ ଆଉ ପୋଲିସ ଥାନା କିମ୍ବା ସମ୍ପୃକ୍ତ କାର୍ଯ୍ୟାଳୟକୁ ଯିବାର ଆବଶ୍ୟକତା ପଡିବ ନାହିଁ । ପୋଲିସ ସେବା ବ୍ୟବସ୍ଥାକୁ ଅଧିକ ସରଳ, ଦ୍ରୁତ, ସ୍ୱଚ୍ଛ, ନାଗରିକ-କେନ୍ଦ୍ରିକ ଓ ତ୍ଵରିତ … Read More

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି: ଅକ୍ଟୋବର ୨୬ରୁ ଘରକୁ ଘର ବୁଲି ଭୋଟର ତାଲିକା ଯାଞ୍ଚ

ଭୁବନେଶ୍ୱର: ଆଗାମୀ ୨୦୨୭ ମସିହାରେ ଅନୁଷ୍ଠିତ ହେବାକୁ ଥିବା ପଞ୍ଚାୟତ ଏବଂ ମ୍ୟୁନିସିପାଲିଟି ନିର୍ବାଚନ ପାଇଁ ରାଜ୍ୟରେ ଏବେଠାରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି । ସ୍ଥାନୀୟ ସ୍ୱାୟତ୍ତ ଶାସନ ନିର୍ବାଚନକୁ ସ୍ୱଚ୍ଛ, ଅବାଧ ଏବଂ ସୁରୁଖୁରୁରେ ସମ୍ପନ୍ନ କରିବା ଲକ୍ଷ୍ୟରେ … Read More

ଭିଜିଲାନ୍ସ ଜାଲରେ ST/SC ବିଭାଗର ୨ ଅଡିଟର, ଚଢ଼ାଉ ବେଳେ ପୁଳାପୁଳା ନଗଦ ଜବତ

ବାରିପଦା: ଭିଜିଲାନ୍ସ ଜାଲରେ ୨ ଅଡିଟ ଅଫିସର । ବାରିପଦା ସହରରୁ ଦୁଇ ଅଡିଟ୍ ଅଫିସରଙ୍କୁ ଧରିଲା ଭିଜିଲାନ୍ସ । ଗାଡିରୁ ୫ ଲକ୍ଷ ୮୦ ହଜାର ଟଙ୍କା ଜବତ । ବାରିପଦାରେ ରହୁଥିବା ଏକ ହୋଟେଲ ରୁମରୁ ୮ ଲକ୍ଷ ୭୦ … Read More

ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ବିବାଦ: ବାଚସ୍ପତିଙ୍କ ନିଷ୍ପତ୍ତିକୁ ହାଇକୋର୍ଟରେ ଚାଲେଞ୍ଜ କଲା ବିଜେଡି

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ସମୟରେ ଦଳୀୟ ନିର୍ଦ୍ଦେଶ ଉଲ୍ଲଂଘନ କରି କ୍ରସ୍ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗ ଏବେ ହାଇକୋର୍ଟରେ ପହଞ୍ଚିଛି । ଏହି ମାମଲାରେ ବିଧାନସଭା ବାଚସ୍ପତିଙ୍କ ନିଷ୍ପତ୍ତିକୁ କଡ଼ା ଚାଲେଞ୍ଜ କରି ପ୍ରମୁଖ … Read More

ନିର୍ମାଣାଧୀନ ବ୍ରିଜର ଲାଞ୍ଚର ଭୁଶୁଡି ୮ ଶ୍ରମିକ ଗୁରୁତର

ବିହାର : ବିହାର ଲାଲଗଂଜରେ ଭୁଶୁଡିଲା ନିର୍ମାଣାଧୀନ ବ୍ରିଜର ଲାଞ୍ଚର । ଲାଞ୍ଚର ଭୁଶୁଡିବା ଯୋଗୁଁ ୮ ଜଣ ଶ୍ରମିକ ଆହତ ହୋଇଛନ୍ତି । ଘଟଣାରେ ୨ ଜଣକ ଅବସ୍ଥା ଗୁରୁତର ରହିଛି । ଅଘଟଣ ପରେ ଘଟଣା ସ୍ଥଳରେ ପ୍ରବଳ ଭିଡ଼ … Read More

ବିଧାନସଭା ନିର୍ବାଚନ ପୂର୍ବରୁ ବିଏସପିରୁ ଭଣଜା ଆକାଶ ଆନନ୍ଦକୁ ବହିଷ୍କୃତ କଲେ ମାୟାବତୀ

ଲକ୍ଷ୍ନୌ : ଉତ୍ତରପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତିରେ ହଲଚଲ । ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ବିଏସପି ସୁପ୍ରିମୋ ମାୟାବତୀ ବଡ଼ ନିଷ୍ପତ୍ତି ନେଇଛନ୍ତି । ଦଳର ଜାତୀୟ ସଂଯୋଜକ ତଥା ତାଙ୍କ ନିଜ ଭଣଜା ଆକାଶ ଆନନ୍ଦଙ୍କୁ ପାର୍ଟିରୁ … Read More

ଗ୍ୟାଙ୍ଗଷ୍ଟର ଅବୁ ସଲେମଙ୍କ ଆଗୁଆ ମୁକ୍ତି ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ୧୯୯୩ ମସିହାର ମୁମ୍ବାଇ ସିରିଏଲ ବୋମା ବିସ୍ଫୋରଣ ମାମଲାର ଦୋଷୀ ତଥା ଗ୍ୟାଙ୍ଗଷ୍ଟର ଅବୁ ସଲେମଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି । ସମୟ ପୂର୍ବରୁ ଜେଲରୁ ମୁକ୍ତି ପାଇଁ କରିଥିବା ଆବେଦନକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଛନ୍ତି । ଜଷ୍ଟିସ୍ … Read More

ସମୁଦ୍ରରେ ନିଆଁ ପିଣ୍ଡୁଳା ପାଲଟିଲା ଡଙ୍ଗା, ୮୦ ନିଖୋଜ

ଫିଲିପାଇନ୍ସ : ଫିଲିପାଇନ୍ସର ପାଲାୱାନରେ ଭୟଙ୍କର ଅଗ୍ନିକାଣ୍ଡ । ସମୁଦ୍ର ମଝିରେ ଜଳିଗଲା ଡଙ୍ଗା । ନିଆଁରେ ଘେରିଯିବା ପରେ ଚାରିଆଡ଼େ ଖେଳିଗଲା ଆତଙ୍କ । ଏହି ଦୁର୍ଘଟଣାରେ ଅତିକମରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ, ୮୭ ଜଣ ଏବେବି ନିଖୋଜ ଅଛନ୍ତି … Read More

୭ ବର୍ଷ ପରେ ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ, ଶନିବାର ପିଏମ୍ ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା !

ନୂଆଦିଲ୍ଲୀ : ୭ ବର୍ଷ ପରେ ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ । ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ଦ୍ୱିପାକ୍ଷିକ ଆଲୋଚନାର ସମ୍ଭାବନା ରହିଛି। ୧୨ ଓ ୧୩ ରେ ନୂଆଦିଲ୍ଲୀରେ ହେଉଥିବା ୧୮ତମ BRICS ଶିଖର … Read More

ବିଜେପିର ୭ ମୋର୍ଚ୍ଚା ପାଇଁ ପ୍ରଭାରୀ ନିଯୁକ୍ତ; ବୈଜୟନ୍ତ ପଣ୍ଡାଙ୍କୁ ଓବିସି ମୋର୍ଚ୍ଚା ଦାୟିତ୍ୱ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ଗୁରୁବାର ସଂଗଠନର ୭ଟି ମୋର୍ଚ୍ଚା ପାଇଁ ନୂଆ ପ୍ରଭାରୀଙ୍କ ନାମ ଘୋଷଣା କରିଛି। ବସ୍ତୀର ଲୋକସଭା ସାଂସଦ ହରିଶ ଦ୍ୱିବେଦୀଙ୍କୁ ଯୁବ ମୋର୍ଚ୍ଚାର ପ୍ରଭାରୀ କରାଯାଇଥିବା ବେଳେ ରାଜସ୍ଥାନର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ … Read More