୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା, ନୋଡାଲ ସେଣ୍ଟରକୁ ଗଲା ପ୍ରଶ୍ନପତ୍ର

କଟକ : ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା । ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର । ଫେବ୍ରୁଆରି ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୪ରୁ ୬ ଯାଏଁ ଦ୍ବିତୀୟ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍ ଗୁଡିକୁ … Read More

ଭିତରକନିକାରେ କମିଲା ଡଲଫିନ ସଂଖ୍ୟା

ରାଜନଗର : ଗହୀରମଥା ଓ ଭିତରକନିକାରେ କମିଲା ଡଲଫିନ ସଂଖ୍ୟା । ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ କମିଛି ଡଲଫିନ ସଂଖ୍ୟା । ଗତବର୍ଷ ତୁଳନରେ ଚଳିତବର୍ଷ ୧୧ଟି ଡଲଫିନ ସଂଖ୍ୟା ହ୍ରାସ ପାଇଛି । ଗତବର୍ଷ … Read More

ପାରାଦୀପ ହେବ ବ୍ଲୁ ଫ୍ଲାଗ ବିଚ୍: ସେପ୍ଟେମ୍ବର ସୁଦ୍ଧା ସରିବ କାମ !

ପାରାଦୀପ: ପାରାଦୀପ ହେବ ବ୍ଲୁ ଫ୍ଲାଗ୍ ବିଚ୍। ପର୍ଯ୍ୟଟନ କ୍ଷେତ୍ରରେ ସୃଷ୍ଟି କରିବ ନୂଆ ଅଧ୍ୟାୟ। ଏହା ସହିତ ପାରାଦୀପକୁ ବିଭିନ୍ନ କ୍ଷେତ୍ରରେ କିପରି ବିକାଶ କରାଯାଇପାରିବ ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ ହୋଇଛି ସମସ୍ତ ପ୍ରୟାସ। ପାରାଦୀପରେ … Read More

କେନାଲ ଭିତରକୁ ପଶିଗଲା ଟ୍ରାକ୍ଟର; ୩ ମୃତ, ୩ ଗୁରୁତର

ମୟୁରଭଞ୍ଜ: ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଗଲା ଟ୍ରାକ୍ଟର । ଦୁର୍ଘଟଣାରେ ୩ ମୃତ ୩ ଗୁରୁତର ଜଣାପଡିଛି । ମୃତକଙ୍କ ମଧ୍ୟରେ ୨ ନାବାଳକ ରହିଥିବା ବେଳେ ଦୁର୍ଘଟଣାରେ ଟ୍ରାକ୍ଟର ଡ୍ରାଇଭର ମଧ୍ୟ ମୃତ । ଏଭଳି ଦୁଃଖଦ ଘଟଣା … Read More

ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ; ଚାଳକ ମୃତ, ୧୪ ଗୁରୁତର

ବାଲେଶ୍ୱର: ଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବଜାର ଉପରେ ତୀର୍ଥ ଯାତ୍ରୀ ବସ ଦୁର୍ଘଟଣା ଘଟିଛି । ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବାବେଳେ, ବସରେ ୫୦ଜଣ ଯାତ୍ରୀ ଥିବା ବେଳେ ୧୪ଜଣ ଗୁରୁତର ଆହତ … Read More

ମାନହାନୀ ମାମଲାରେ ଧୋନିଙ୍କୁ ୧୦ ଲକ୍ଷ ଜରିମାନା ନିର୍ଦ୍ଦେଶ

ନୂଆଦିଲ୍ଲୀ: ଆଇପିଏଲ୍ ୨୦୨୬ ମାର୍ଚ୍ଚ ୨୬ ରୁ ଆରମ୍ଭ ହେବାର ସମ୍ଭାବନା ରହିଛି। ଏହାପୂର୍ବରୁ ଏମ୍ଏସ୍‌ ଧୋନି ତାଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଆଇପିଏଲ୍‌ର ଆଗାମୀ ସିଜିନ ପୂର୍ବରୁ ମାନହାନୀ ମାମଲାରେ ଏମଏସ ଧୋନିଙ୍କୁ ମାଡ୍ରାସ ହାଇକୋର୍ଟ ୧୦ ଲକ୍ଷ ଟଙ୍କା … Read More

ଆସନ୍ତାକାଲି ‘ସେବା ତୀର୍ଥ’ ଏବଂ ଡ୍ୟୁଟି ବିଲଡିଂ ଉଦଘାଟନ

ନୂଆଦିଲ୍ଲୀ: ଦେଶର ପ୍ରଶାସନିକ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଫେବୃଆରୀ ୧୩ ତାରିଖରେ ସେଣ୍ଟ୍ରାଲ ଭିସ୍ତା ପ୍ରକଳ୍ପ ଅଧୀନରେ ନିର୍ମିତ ‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ-୧ ଏବଂ ୨’ର ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀ ମୋଦୀ … Read More

ରୁଷରେ ବ୍ୟାନ୍ ହେଲା ହ୍ବାଟ୍ସଆପ; ଆମେରିକାକୁ ଝଟକା

ରୁଷ୍ : ଆମେରିକାକୁ ବଡ଼ ଝଟକା ଦେଲା ଋଷିଆ । ଋଷ୍ ମେଟାର ସବୁଠାରୁ ଲୋକପ୍ରିୟ ପ୍ଲାଟଫର୍ମ ହ୍ବାଟ୍ସଆପକୁ ବ୍ୟାନ୍ କରିଦେଇଛି । ଋଷରେ ହ୍ବାଟ୍ସଆପ୍ ଉପରେ ସମ୍ପୂର୍ଣ୍ଣ ପ୍ରତିବନ୍ଧକ ଲାଗୁ କରାଯାଇଛି । ଏହି ନିଷ୍ପତ୍ତିକୁ ନିଶ୍ଚିତ କରି ମାସ୍କୋ କହିଛନ୍ତି … Read More

ଭାରତ କିଣିବ ୧୧୪ଟି ରାଫେଲ ଜେଟ୍, ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ : ଭାରତକୁ ମିଳିବ ଆଉ ୧୧୪ଟି ରାଫେଲ ଯୁଦ୍ଧ ବିମାନ । ୩.୬୦ ଲକ୍ଷ କୋଟିର ପ୍ରସ୍ତାବକୁ ମଞ୍ଜୁରୀ । ଭାରତର ସାମରିକ ଶକ୍ତିକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ … Read More

ଲାଲକିଲ୍ଲା ବିସ୍ଫୋରଣ ପଛରେ ଜୈଶ-ଏ-ମହମ୍ମଦର ହାତ

ନୂଆଦିଲ୍ଲୀ : ଲାଲକିଲ୍ଲା ନିକଟରେ ହୋଇଥିବା ଭୟଙ୍କର ବିସ୍ଫୋରଣର ଯାଞ୍ଚରେ ଏକ ବଡ଼ ଖୁଲାସା ହୋଇଛି । ୩୭ତମ ଜାତିସଂଘ ରିପୋର୍ଟରେ ଦିଲ୍ଲୀ ଲାଲକିଲ୍ଲା ଆକ୍ରମଣରେ ଜୈଶ-ଏ-ମହମ୍ମଦର ହାତ ଥିବା ସୂଚନା ମିଳିଛି । ଗତ ବର୍ଷ ନଭେମ୍ବର ୧୦ ତାରିଖରେ ଏହି … Read More