ଡେ-କେୟାର ସେଣ୍ଟରରେ ଗୁଳିକାଣ୍ଡ, ୨୨ ପିଲାଙ୍କ ସମେତ ୩୪ ମୃତ
ଥାଇଲାଣ୍ଡ : ଥାଇଲାଣ୍ଡ ପୁର୍ବତନ ପୋଲିସ ଅଧିକାରୀଙ୍କ ବର୍ବରକାଣ୍ଡ । ଅଧିକାରୀ ଜଣକ ଏକ ଡେ-କେୟାର ସେଣ୍ଟରରେ ପଶି ଆଖିବୁଜା ଗୁଳିଚାଳନା କରିଛନ୍ତି । ଘଟଣାରେ ଅତିକମରେ ୩୪ ଜଣଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି । ଏମାନଙ୍କ ଭିତରେ ୨୨ ଜଣ … Read More
