ଆଉ ୨୫୦ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ନୂଆ ୨୫୦ ଆମ୍ବୁଲାନ୍ସ । ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି … Read More
