କଟକରେ ନିର୍ମାଣ ହେବ ଆଉଟର ରିଙ୍ଗ୍ରୋଡ୍, ରହିବନି ଟ୍ରାଫିକ୍ ସମସ୍ୟା
କଟକ: ଏଣିକି କଟକରେ ଆଉ ରହିବନି ଟ୍ରାଫିକ୍ ସମସ୍ୟା। ଏହାର ସମଧାନ ପାଇଁ ନିର୍ମାଣ ହେବ ଆଉଟର ରିଙ୍ଗ୍ରୋଡ୍। ଏନନେଇ ଚାଲିଛି ବଡ଼ ଯୋଜନା। ଭୁବନେଶ୍ୱର ସହର ପରିବର୍ଦ୍ଧିତ ଯୋଜନା ପରି କଟକରେ ରିଙ୍ଗ୍ରୋଡ୍ ନିର୍ମାଣ ନେଇ ସରକାର ଯୋଜନା କରିଛନ୍ତି। … Read More
