ଋଷିଆରେ ୪ ଭାରତୀୟ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ
ଋଷିଆ : ଋଷିଆରେ ଭାରତୀୟ ଛାତ୍ରଙ୍କୁ ମାରାଣାସ୍ତ୍ରରେ ଆକ୍ରମଣ ହୋଇଛି । ମେଡିକାଲ କଲେଜ ହଷ୍ଟେଲରେ ପଶି ଏହି ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ୪ଜଣ ଭାରତୀୟ ଛାତ୍ର ଆହତ ହୋଇଛନ୍ତି । ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । … Read More
