ଗାତରେ ପଡ଼ି ଚାଲିଗଲା ବ୍ୟାଙ୍କ ଆସିଷ୍ଟାଣ୍ଟ ମ୍ୟାନେଜରଙ୍କ ଜୀବନ
ନୂଆଦିଲ୍ଲୀ : ଦିଲ୍ଲୀ ଜନକପୁରୀ ଅଞ୍ଚଳରେ ନୋଏଡା ଘଟଣାର ପୁନରାବୃତ୍ତି । ଜନପୁରୀ ଅଞ୍ଚଳରେ ଏକ ଗାତରେ ପଡ଼ି ଯୁବକଙ୍କ ଜୀବନ ଚାଲିଯାଇଛି । ମୃତକଙ୍କ ପରିଚୟ ମିଳିଛି । ମୃତକ ଜଣକ କୈଳାଶପୁରୀରେ ରହୁଥିଲେ । ସୂଚନା ମୁତାବକ, କମଲ ଗତକାଲି … Read More
