କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି । ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨କୋଟି ଟଙ୍କା … Read More

୨ଟି ଭାଲୁ ସହ ଲଢ଼ି ଜୀବନ ବଞ୍ଚାଇଲେ ଛାତ୍ର

ନୀଳଗିରି : ଭାଲୁ ସହ ଲଢ଼ି ଜଣେ ଛାତ୍ର ନିଜ ଜୀବନ ବଞ୍ଚାଇବା ଘଟଣା ନୀଳଗିରି ଅଞ୍ଚଳରେ ବେଶ୍ ଚର୍ଚ୍ଚା ହୋଇଛି । ପୋଡ଼ାଶୋଳ ନିକଟ ପାତ୍ରସାହିର ଧୀରେନ୍ଦ୍ର ପାତ୍ରଙ୍କ ପୁଅ ପ୍ରଭାତ, ନିକଟସ୍ଥ ରାଧାମାଧବ ହାଇସ୍କୁଲର ନବମଶ୍ରେଣୀରେ ପାଠ ପଢ଼ନ୍ତି … Read More

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ ଗୁଡିକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି … Read More

କ୍ଲାସ ନ କରି କଲେଜରେ ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆକ୍ସନ୍‌ ମୋଡରେ ଉଚ୍ଚଶିକ୍ଷା ବିଭାଗ । ଏଣିକି କଲେଜରେ କ୍ଲାସ ନ କରି ଖଟି କଲେ ଅଧ୍ୟାପକ ଅଧ୍ୟାପିକାଙ୍କ ବିରୋଧରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଏହା ସହ ଦରମା ମଧ୍ୟ ବନ୍ଦ ହୋଇପାରେ । ଉଚ୍ଚ ଶିକ୍ଷା ବିଭାଗ … Read More

୩ଟି ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍, ୫ ମୃତ

ବହ୍ମପୁର: ବ୍ରହ୍ମପୁର ଗୋଶାଣୀ ନୁଆଁ ଗାଁ ଓଭର ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା । ୩ଟି ବାଇକ୍ ଉପରେ ଏକ ଟ୍ରକ ମାଡିଯିବାରୁ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଭୁଲ ରାସ୍ତାରେ ଆସି ଏକ ଟ୍ରକ ୩ଟି ମୋଟରସାକେଲକୁ ସାମ୍ନା … Read More

ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ..

ଭୁବନେଶ୍ବର: ଭୁବନେଶ୍ୱରରେ ଶନିବାର ଭୋର ସମୟରେ ଦୁର୍ବୃତ୍ତମାନେ ଖଣ୍ଡାରେ ଜଣେ ଯୁବକଙ୍କୁ ଆକ୍ରମଣ କରିଛନ୍ତି। ଏହି ଘଟଣାରେ ଉକ୍ତ ଯୁବକ ଗୁରୁତର ଆହତ ହୋଇଛନ୍ତି। ଚିଣ୍ଟୁ ନାମକ ପୀଡିତ ବ୍ୟକ୍ତି ରାଜଧାନୀର ପାତ୍ରପଡ଼ା ଅଞ୍ଚଳର ବାସିନ୍ଦା ବୋଲି ଜଣାପଡିଛି।ପ୍ରାଥମିକ ସୂଚନା ଅନୁଯାୟୀ, … Read More

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ଭୁବନେଶ୍ୱର: ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା । ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାତି ୧୦ଟାରେ ମନ୍ଦିର ଚୁଡ଼ାକୁ ମହାଦୀପ ଉଠିବା ନେଇ ସ୍ଥିର … Read More

ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ: ଘୋଷଣା କଲେ ସରକାର

ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧକୁ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ ଭାବେ ଘୋଷଣା କଲେ ରାଜ୍ୟ ସରକାର । ଏନେଇ ଶୁକ୍ରବାର ବରଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସଲା ଏକ ପ୍ରେସ … Read More

ଅଜିତ ପୱାରଙ୍କ ମୃତ୍ୟୁ : ତଦନ୍ତ ଆରମ୍ଭ କଲା ସିଆଇଡ଼ି

ମହାରାଷ୍ଟ୍ର: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପୱାରଙ୍କ ମୃତ୍ୟୁ ଘଟଣାରେ ଅପରାଧ ତଦନ୍ତ ବିଭାଗ (CID) ତଦନ୍ତ ଆରମ୍ଭ କରିଛି । ବାରାମତୀରେ ବିମାନ ଦୁର୍ଘଟଣାରେ ପୱାର ଏବଂ ଅନ୍ୟ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା । ଗତ ୨୮ ତାରିଖରେ ପୁଣେ … Read More

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଜାତିର ପିତା, ଅହିଂସାର ମାର୍ଗଦର୍ଶକ, ଭାରତକୁ ସ୍ୱାଧୀନତା ଦେଇଥିବା ମହାନ୍‌ ଆତ୍ମା ମହାତ୍ମା ଗାନ୍ଧୀଙ୍କ ଆଜି ୭୮ତମ ତିରୋଧାନ ଦିବସ । ଏହି ଅବସରରେ ନୂଆଦିଲ୍ଲୀର ରାଜଘାଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ … Read More