ତେଲେଙ୍ଗାନାରେ ପୁଣି ୩ଶହ ବୁଲା କୁକୁରଙ୍କୁ ହତ୍ୟା

ତେଲେଙ୍ଗାନା : ସୀମା ଟପିଲା ବର୍ବରତା । ପୁଣି ୩ଶହ କୁକୁରଙ୍କୁ ହତ୍ୟା । ମାସକରେ ତେଲେଙ୍ଗାନାରେ ୯ଶହ କୁକୁରଙ୍କୁ ହତ୍ୟା । ତେଲେଙ୍ଗାନା ଜଗତିଆଲ ଜିଲ୍ଲା ପେଗଡାପାଲିରେ ଏକ ଗାତରୁ ୩ ଶହ କୁକୁରଙ୍କ ମୃତଦେହ ଉଦ୍ଧାର କରାଯାଇଛି । କୁକୁରଙ୍କୁ … Read More

ଇଣ୍ଡୋନେସିଆରେ ଭୂସ୍ଖଳନ, ୭ ମୃତ ଓ ୮୨ ନିଖୋଜ

ଇଣ୍ଡୋନେସିଆ : ଇଣ୍ଡୋନେସିଆରେ ଭୟଙ୍କର ଭୂସ୍ଖଳନ । ପଶ୍ଚିମ ଜାଭାର ବାନ୍ଦୁଙ୍ଗ ଅଞ୍ଚଳରେ ଘଟିଥିବା ଏହି ଭୂସ୍ଖଳନରେ ୭ ଜଣଙ୍କ ମୃତ୍ୟୁ ହୋଇଛି । ୮୨ରୁ ଅଧିକ ଲୋକ ନିଖୋଜ ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି । ଘଟଣାସ୍ଥଳରେ … Read More

ଶ୍ରମ ଅଧିକାରୀ ପରିଚୟ ଦେଇ ମହିଳାଙ୍କଠାରୁ ୩୦ ଲକ୍ଷରୁ ଅଧିକ ଟଙ୍କା ଲୁଟ୍; ଲେଟି ଲୁଟେରାକୁ ବାନ୍ଧିଲା ପୋଲିସ

ଉଦଳା : ନିଜକୁ ଶ୍ରମ ବିଭାଗର ବଡ଼ ଅଧିକାରୀ କହି ମହିଳାମାନଙ୍କୁ ଟାର୍ଗେଟ କରି ଲୁଟୁଥିଲା ମହିଳା । ହେଲେ ଅଭିଯୋଗ ପରେ ଖୋଲିଯାଇଛି ଫୋର ଟୋଣ୍ଟି ମହିଳାଙ୍କ ଅସଲ ମୁଖା । ଆଉ ଏବେ ପୋଲିସ କବଜାରେ ଠକ ମହିଳା । … Read More

ବଡ଼ବିଲ ବ୍ୟାଙ୍କ ଡକାୟତି: ଧାନବାଦରୁ ୨ ମୁଖ୍ୟ ଅଭିଯୁକ୍ତ ଗିରଫ

ଯୋଡ଼ା : ବଡ଼ବିଲରୁ ବ୍ୟାଙ୍କ ଡକାୟତି, ଧାନବାଦରୁ ୨ ମୁଖ୍ୟ ଅଭିଯୁକ୍ତ ଗିରଫ  ।  ୨୮୮ ଗ୍ରାମ ସୁନା, ଦୁଇଟି ସ୍କର୍ପିଓ ଓ ୪ ଟି ମୋବାଇଲ ଜବତ  ।  କେନ୍ଦୁଝର ବଡ଼ବିଲ ସ୍ଥିତ ବ୍ୟାଙ୍କ ଅଫ ମହାରାଷ୍ଟ୍ରରୁ ଡକାୟତି ଘଟଣାରେ ଝାଡ଼ଖଣ୍ଡକ … Read More

ଶ୍ରୀମନ୍ଦିରରେ ନାବାଳକକୁ ମାଡ଼, ସଂଜ୍ଞାହୀନ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ପୁରୀ: ଶ୍ରୀମନ୍ଦିରରେ ନାବାଳକକୁ ମାଡ଼ । ପରିବାର ସହ ଜଗନ୍ନାଥ ଦର୍ଶନ କରିବାକୁ ଆସିଥିବାବେଳେ ଶ୍ରୀମନ୍ଦିର ବାହାର କାଠ ନିକଟରେ ନାବାଳକକୁ ପୋଲିସର ମାଡ଼ ଅଭିଯୋଗ ।  ତାଙ୍କ କାନରେ ଗଭୀର ଆଘାତ ଲାଗିଛି ।  ଚିକିତ୍ସା ପାଇଁ ପୁରୀ ହସ୍ପିଟାଲରେ ଭର୍ତ୍ତି … Read More

ଗୋ ମାଫିଆଙ୍କ ଘରେ ଚଢ଼ାଉ, ବ୍ୟାଙ୍କ ବାଲାନ୍ସ ଦେଖି ପୋଲିସ ତାଜୁବ

କେନ୍ଦୁଝର: ଗୋ ମାଫିଆଙ୍କ ଘରେ ରେଡ୍ ।  ବ୍ୟାଙ୍କ ବାଲାନ୍ସ ଦେଖି ପୋଲିସ ତାଜୁବ ।  କେନ୍ଦୁଝର ପୋଲିସ ପକ୍ଷରୁ ଗୋ ମାପିଆଙ୍କ ବ୍ୟାଙ୍କ ଆକାଉଣ୍ଟ ଓ ଲକରର ଯାଞ୍ଚ ଚାଲିଛି ।  ସମୁଦାୟ ୫ଟି ଜିଲ୍ଲାରେ ଗୋ ମାଫିଆଙ୍କର ୨୦୦ ଟି … Read More

କଲେଜ ଛକ ନିକଟରେ ଯୁବକଙ୍କୁ ମାରି ଫିଙ୍ଗିଦେଲେ

ପୁରୀ: ପୁରୀରେ ଗଡ଼ିଲା ମୁଣ୍ଡ ।  ଟାଉନ ଥାନା ଅନ୍ତର୍ଗତ କଲେଜ ଛକ ନିକଟରେ ହତ୍ୟାକାଣ୍ଡ ଘଟିଛି ।  ମୃତକଙ୍କ ନାଁ ଗୁନା । ସେ ଜଳେଶ୍ବର ଅଞ୍ଚଳର ।  ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି ।  କେହି … Read More

ସରିଲାଣି ଟୋକନ ଅବଧି: ମଣ୍ଡିକୁ ଆସୁନି ଗାଡ଼ି

ସୁବର୍ଣ୍ଣପୁର: ସରିଲାଣି ଟୋକନ ଅବଧି ।  ମଣ୍ଡିକୁ ଆସୁନି ଗାଡ଼ି ।  ସହଯୋଗ କରୁନାହାନ୍ତି ମିଲର୍ସ ।  ସୁବର୍ଣ୍ଣପୁର ଜିଲ୍ଲାର ୯୨ଟି ପ୍ୟାକ୍ସରେ ପଡିରହିଛି ଧାନ ।  ମିଲର୍ସ ଗାଡି ପଠାଉନଥିବାରୁ ଶୀତ କାକରରେ ଧାନ ପଡିରହିଛି । ଚିନ୍ତାରେ ଚାଷୀ| … Read More

ଆଗୁଆ ହେବ ପଞ୍ଚାୟତ ନିର୍ବାଚନ; ଇସାରା ଦେଲେ ବିଜେପି ରାଜ୍ୟ ମୁଖିଆ

ଭୁବନେଶ୍ବର: ରାଜ୍ୟରେ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି ​ ଯେ ଆସନ୍ତାବର୍ଷ ଜନଗଣନା ହେବାର ଥିବାରୁ ସେଥିଲାଗି ଆଗୁଆ ପଞ୍ଚାୟତ ନିର୍ବାଚନ ହେବାର ସମ୍ଭାବନା ରହିଛି। ନିର୍ଦ୍ଧାରିତ … Read More

ନିଜ ନିର୍ବାଚନ ମଣ୍ଡଳୀରେ ଅରବିନ୍ଦ ମହାପାତ୍ରଙ୍କ ଶକ୍ତି ପ୍ରଦର୍ଶନ

ପାଟକୁରା : ଦଳରୁ ନିଲମ୍ବନ ପରେ ପ୍ରଥମଥର ନିର୍ବାଚନ ମଣ୍ଡଳୀରେ ଶକ୍ତି ପ୍ରଦର୍ଶନ କରିଛନ୍ତି ବିଧାୟକ ଅରବିନ୍ଦ ମହାପାତ୍ର । ଶକ୍ତି ପ୍ରଦର୍ଶନ ସହ ନବୀନଙ୍କୁ ନିଶାଣ କଲେ ଅରବିନ୍ଦ । ବିଜୁ ଜନତା ଦଳରୁ ନିଲମ୍ବନ ପରେ ପ୍ରଥମ ଥର … Read More