ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ଠପ

ଭୁବନେଶ୍ବର: ମାର୍ଚ୍ଚରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ । ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ ।  ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ । ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି । ମାସଟେ ନପୂରୁଣୁ … Read More

ରାସ୍ତା କଡ଼ରୁ ୨ ଯୁବକଙ୍କ ମୃତଦେହ ଜବତ

କାଲିମେଳା : ରାସ୍ତା କଡ଼ରେ ପଡ଼ିଛି ୨ଜଣ ଯୁବକଙ୍କ ମୃତଦେହ । ମୃତକଙ୍କ ପାଖରେ ପଡ଼ିଛି ବୁଲେଟ୍ । ମୃତ ଯୁବକ ହନ୍ତାଳ ସମୀର ଓ ଦୀପକ କୁମାର ଲିମା । ଏହେଉଛି ମାଲକାନଗିରି ଜିଲ୍ଲା ପଡ଼ିଆ ବ୍ଲକ ଅଞ୍ଚଳର ଦୃଶ୍ୟ । … Read More

ନିଜେ ନିଜକୁ ଗୁଳିକରି ଜୀବନ ହାରିଲେ ଯୁବ କଂଗ୍ରେସ ନେତା !

ସୋନପୁର: ଯୁବ କଂଗ୍ରେସ ନେତା ରାଜେଶ ମିଶ୍ରଙ୍କ ମୃତ୍ୟୁ ।  ବନ୍ଧୁକରୁ ନିଜେ ଗୁଳିକରି ରାଜେଶ ଜୀବନ ହାରିଥିବା ସନ୍ଦେହ କରାଯାଉଛି ।  ସୋନପୁର ଭଗବତୀ ପ୍ଲଟ ସ୍ଥିତ ବାସଭବନରେ ଘଟିଛି ଅଭାବନୀୟ ଘଟଣା ।  ତେବେ କାହିଁକି ଓ କେଉଁ ପରିସ୍ଥିତିରେ … Read More

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ

ପୁରୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ … Read More

ଡିଜିଟାଲ୍ ଆରେଷ୍ଟ ନାଁରେ ମହିଳାଙ୍କ ଠାରୁ ୨ ଲକ୍ଷ ଟଙ୍କାର ଠକେଇ; ଅଭିଯୁକ୍ତ ଗିରଫ

ବ୍ରହ୍ମପୁର: ନିଜକୁ କ୍ରାଇମବ୍ରାଞ୍ଚ ଅଧିକାରୀ କହି ମହିଳାଙ୍କ ଠାରୁ ଲୁଟିଲା ଯୁବକ । ମହିଳାଙ୍କ ଠାରୁ ଆଉ ୧ ଲକ୍ଷ ୩୦ ହଜାର ଟଙ୍କା ଲୁଟିନେଲା ଯୁବକ । ସାଇବର ଥାନାରେ ଅଭିଯୋଗ ପରେ ବାଲେଶ୍ବରରୁ ଯୁବକ ଗିରଫ । ଗିରଫ … Read More

ଏଣିକି ମହିଳା ଚଲାଇବେ ‘ଆମ-ବସ୍’

ଭୁବନେଶ୍ବର: ଏଣିକି ମହିଳା ଚଲାଇବେ ‘ଆମ-ବସ୍’ । ଏନେଇ ‘ଆମ-ବସ୍’ ସେବା ସମୀକ୍ଷା ବୈଠକରେ ନିଷ୍ପତ୍ତି । ଏଣିକି ମହିଳା ଚଲାଇବେ ‘ଆମ-ବସ୍’ । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ‘ଆମ-ବସ୍’ ସେବା ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି … Read More

ସୋସିଆଲ ମିଡିଆରେ ଶ୍ରୀମନ୍ଦିରକୁ ନେଇ ଧମକପୂର୍ଣ୍ଣ ମେସେଜ୍

ପୁରୀ : ସୋସିଆଲ ମିଡିଆରେ ଧମକପୂର୍ଣ୍ଣ  ମେସେଜ୍ ।  ଜୁଲି ରାନୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ  ମେସେଜ୍ ରହିଥିବା ଦେଖିବାକୁ ମିଳିଛି ।  ପୁରୀ … Read More

ଜେଲ୍‌ରୁ ଚମ୍ପଟ ମାରିଲେ ୧୫୦୦ ଆଇଏସ୍ କଏଦୀ

ଦାମାସକସ୍: ସିରିଆରେ ଇସଲାମିକ୍ ଷ୍ଟେଟ୍ (ଆଇଏସ୍‌ଆଇଏସ୍‌) କଏଦୀଙ୍କ ବଡ଼ ଧରଣର ପଳାୟନ ରିପୋର୍ଟ ଆଞ୍ଚଳିକ ସୁରକ୍ଷା ପ୍ରତି ଚିନ୍ତା ସୃଷ୍ଟି କରିଛି। କୁର୍ଦିସ୍ ୱେବସାଇଟ୍ ରୁଡାଓ ଦାବି କରିଛି ଯେ, ସିରିଆର ଶାଦ୍ଦାଦି ଜେଲ୍‌ରୁ ପ୍ରାୟ ୧,୫୦୦ ଇସଲାମିକ୍ ଷ୍ଟେଟ୍ କଏଦୀ … Read More

ଗଣତନ୍ତ୍ର ପାଇଁ ବିପଦ ଗାନ୍ଧୀ ପରିବାର: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ନୂତନ ବିଜେପି ସଭାପତି ନୀତିନ ନବୀନଙ୍କ “ରାଜଭିଷେକ” ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଭାଷଣରେ କଂଗ୍ରେସ ଦଳକୁ ସିଧାସଳଖ ଟାର୍ଗେଟ କରିଥିଲେ। ସେ କଂଗ୍ରେସ ଉପରେ ଉତ୍ତର-ପୂର୍ବକୁ ଅଣଦେଖା କରିବା ଏବଂ ଅନୁପ୍ରବେଶକାରୀଙ୍କୁ ସମର୍ଥନ କରିବା ଅଭିଯୋଗ କରିଥିଲେ। ଗାନ୍ଧୀ … Read More

ଚୀନରେ କ୍ରମଶଃ ହ୍ରାସ ପାଉଛି ଜନସଂଖ୍ୟା; ୨୦୨୫ରେ କମିଛି ୧୭ ପ୍ରତିଶତ ଜନ୍ମହାର

ବେଜିଂ: ଏକଦା ବିଶ୍ବର ଜନବହୁଳ ରାଷ୍ଟ୍ରଭାବେ ମାନ୍ୟତାଲାଭ କରିଥିବା ଚୀନ୍‌ରେ ଜନସଂଖ୍ୟା କ୍ରମାଗତଭାବେ ହ୍ରାସ ପାଇବାରେ ଲାଗିଛି। ୨୦୨୫ରେ ଚୀନରେ ଜନ୍ମହାର ୧୭ ପ୍ରତିଶତ ହ୍ରାସ ପାଇଥିବାବେଳେ ମୋଟ ଜନସଂଖ୍ୟା ୧୪୦.୪ କୋଟି ରହିଥିବା ପ୍ରକାଶ। ଏଭଳି ସ୍ଥିତି ଚୀନ ସରକାରଙ୍କୁ … Read More