ମମତାଙ୍କୁ ଝଟକା, ଇଡି ଅଫିସର ଉପରେ ଲାଗିଥିବା ଏଫଆଇଆର ଉପରେ ଲାଗିଲା ରୋକ୍
କୋଲକତା : ମମତା ବାନାର୍ଜୀଙ୍କ ବିରୋଧରେ ସୁପ୍ରିମକୋର୍ଟରେ ED । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଦାୟର ହୋଇଥିବା ଆବେଦନ ଉପରେ ଚାଲିଛି ଶୁଣାଣି । ସୁପ୍ରିମକୋର୍ଟର ଏକ ସ୍ୱତନ୍ତ୍ର ବେଞ୍ଚ ଏହି ମାମଲାର ଶୁଣାଣି କରୁଛନ୍ତି । ଜଷ୍ଟିସ୍ ପ୍ରଶାନ୍ତ କୁମାର ମିଶ୍ର … Read More
