ଆଉ ମିଳିବନି ୧୦ ମିନିଟ ଡେଲିଭରି ସେବା, ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ପାଇଁ ନିଷ୍ପତ୍ତି ନେଲେ ସରକାର
ନୂଆଦିଲ୍ଲୀ : କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି । ଏବେ ଆଉ ମିଳିବନି ୧୦ ମିନିଟରେ ଡେଲିଭରି । ଡେଲିଭରି କର୍ମଚାରୀଙ୍କ ସୁରକ୍ଷା ପାଇଁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଶ୍ରମ ମନ୍ତ୍ରଣାଳୟ ୧୦ ମିନିଟ୍ ଡେଲିଭରି ଉପରେ ପ୍ରତିବନ୍ଧକ … Read More
