ସମ୍ବଲପୁରରେ ଅତ୍ୟାଧୁନିକ ବସ ଟର୍ମିନାଲ ସହ ୨୫ ଇ-ବସ୍‌ ସେବାର ଶୁଭାରମ୍ଭ

ଭୁବନେଶ୍ୱର: ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍‌ର  ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍‌ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା … Read More

ଜରୁରୀ ଅବତରଣ ବେଳେ ବିମାନ ଦୁର୍ଘଟଣା: ପାଇଲଟଙ୍କ ସହ ୬ ଆହତ

ରାଉରକେଲା:ରାଉରକେଲା ରଘୁନାଥପାଲିରେ ବିମାନ ଦୁର୍ଘଟଣା। ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା ବିମାନ । ଜରୁରୀ ଅବତରଣ ବେଳେ ବିମାନ କ୍ରାସ୍ ହୋଇଛି । ଜଲଦା ଏ ବ୍ଲକରେ ଛୋଟ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟଙ୍କ ସହ ୬ ଆହତ … Read More

ରାସ୍ତା ମଝିରେ ଜଳିଗଲା ‘ଆମ ବସ୍‌’

ଭୁବନେଶ୍ବର: ମଝି ରାସ୍ତାରେ ଜଳିଗଲା ଆମ ବସ୍। ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏହି ଅଘଟଣ। ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ … Read More

ପ୍ରଭାସଙ୍କ ଫିଲ୍ମ ଚାଲିଥିବାବେଳେ ରାୟଗଡ଼ା ସିନେମା ହଲରେ ନିଆଁ, ଫ୍ୟାନ୍ସ କରୁଥିଲେ ଆଳତି

ଭୁବନେଶ୍ବର: ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ “ଦି ରାଜା ସାବ” ଜାନୁଆରୀ ୯ ତାରିଖରେ ସିନେମା ହଲରେ ମୁକ୍ତିଲାଭ କରିଥିଲା ​​ଏବଂ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହୋଇଥିଲା । ଅଭିନେତାଙ୍କ ଅନେକ ପ୍ରଶଂସକ ଏହି ଫିଲ୍ମକୁ ନେଇ ବହୁତ ଉତ୍ସାହିତ । … Read More

ଖାଇକୁ ଖସିଲା ବସ୍ : ୧୩ ମୃତ

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶରେ ବଡ଼ ଦୁର୍ଘଟଣା । ବସ୍ ଦୁର୍ଘଟଣା ଘଟି ୧୩ଜଣଙ୍କ ମୃତ୍ୟୁ । ହିମାଚଳ ପ୍ରଦେଶରେ ବଡ଼ ଦୁର୍ଘଟଣା । ସିରମୋର ଜିଲ୍ଲା ହରିପୁରଧାରରେ ଖାଇକୁ ଖସିଲା ବସ୍ । ସିମଲା ରୁ କୁପଭି ୟିବ ସମୟରେ … Read More

କଲକାତା ହାଇକୋର୍ଟରେ ହଙ୍ଗାମା: ଘୁଞ୍ଚିଲା ଇଡି ଶୁଣାଣି

କଲକାତା: ଆଇ-ପାକ୍‌ କାର୍ଯ୍ୟାଳୟରେ ଇଡି ଚଢାଉ ନେଇ ଶୁଣାଣି ବେଳେ କଲକାତା ହାଇକୋର୍ଟରେ ପ୍ରବଳ ହଙ୍ଗାମା ହୋଇଛି । ପ୍ରବଳ ଭିଡ଼ ଓ ହଙ୍ଗାମା ପାଇଁ ଶୁଣାଣି ଘୁଞ୍ଚାଇଲେ ହାଇକୋର୍ଟ । ଆସନ୍ତା ୧୪ ତାରିଖକୁ ଶୁଣାଣି ଘୁଞ୍ଚାଇଲେ ହାଇକୋର୍ଟ । … Read More

କାର୍ ଦୁର୍ଘଟଣାରେ ପୂର୍ବ ଗୃହମନ୍ତ୍ରୀଙ୍କ ଝିଅ ସମେତ ୩ ମୃତ

ଇନ୍ଦୋର : ମଧ୍ୟପ୍ରଦେଶ ଇନ୍ଦୋରରେ ତେଜାଜୀ ନଗର ଥାନା ବାଇପାସ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦ୍ରୁତଗତିରେ ଏକ କାର୍ ଛିଡା ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଥିଲା, ଫଳରେ କାରରେ ଥିବା ୪ ଜଣଙ୍କ ମଧ୍ୟରୁ ୩ ଜଣଙ୍କର ଘଟଣା … Read More

ତେହରାନରେ ପ୍ରତିବାଦର ନିଆଁ , ଖାମନେଇ ମୃତ୍ୟୁ ନାରା ପରେ ୨ ହଜାରରୁ ଅଧିକ ଗିରଫ

ନୂଆଦିଲ୍ଲୀ : ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମନେଇଙ୍କ ବିରୋଧରେ ପ୍ରତିବାଦ ତୀବ୍ର ହେବାରେ ଲାଗିଛି । ରାଜଧାନୀ ତେହେରାନରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ଉପରେ ଆକ୍ରମଣ ହେଉଛି । ବିଦ୍ରୋହୀମାନେ ସୈନିକମାନଙ୍କୁ ଘେରି ରହିବା ସହ ଛୁରାମାଡ କରୁଛନ୍ତି … Read More

ଲୋକାଲ ଟ୍ରେନରେ ଅଗ୍ନିକାଣ୍ଡ, ରେଳ ସେବା ପ୍ରଭାବିତ

ମହାରାଷ୍ଟ୍ର : ମୁମ୍ବାଇର ଗୋଟିଏ ଲୋକାଲ ଟ୍ରେନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଘଟଣାଟି ଗତକାଲି ରାତି ପ୍ରାୟ ୮.୩୦ଟା ସମୟରେ କୁର୍ଲା ଏବଂ ବିଦ୍ୟାବିହାର ଷ୍ଟେସନରେ ଘଟିଥିବା ଜଣାପଡିଛି । କିନ୍ତୁ ସୌଭାଗ୍ୟବସତଃ ଏହି ଅଗ୍ନିକାଣ୍ଡରେ କୌଣସି ମୃତାହତ କିମ୍ବା ସମ୍ପତ୍ତି … Read More

ଇଡି କାର୍ଯ୍ୟାନୁଷ୍ଠାନକୁ ବିରୋଧ: କଲକାତାରେ ମମତାଙ୍କ ରାଲି

କଲକାତା: କଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଲି ଆରମ୍ଭ କରିଛନ୍ତି । ଇଡି ଚଢାଉକୁ ବିରୋଧ କରି ରାସ୍ତାକୁ ଓହ୍ଲାଇଛି ଟିଏମସି । ଟିଏମସିର ବରିଷ୍ଠ ନେତା ଓ ଶହ ଶହ କର୍ମୀ, ସମର୍ଥକମାନେ ଏକ ଶୋଭାଯାତ୍ରାରେ ବାହାରି ଇଡିର କାର୍ଯ୍ୟକୁ … Read More