ଭୋଜି କରିବାକୁ ଯାଇ ନାବାଳକ ନିଖୋଜ, ୨ ସାଙ୍ଗ ଅଟକ

ବାଲୁଗାଁ : ସାଙ୍ଗ ମାନଙ୍କ ସହ ଭୋଜି କରିବାକୁ ଯାଇ ନାବାଳକ ନିଖୋଜ । ଦୁଇ ସାଙ୍ଗ ଅଟକ । ବାଲୁଗାଁ ବାଇପାସ୍ ୧୬ ନମ୍ବର ଜାତୀୟ ରାଜପଥ କଡରେ ଥିବା ବେଲପଡା ପୋଖରୀ ନିକଟରୁ ମିଳିଛି ନାବାଳକଙ୍କ ଚପଲ ଓ ସାର୍ଟ … Read More

ମାଙ୍କଡ଼ଡ଼ିଆଁ ଜଳପ୍ରପାତରେ ବୁଡ଼ି ଯୁବକ ମୃତ

ଗଜପତି: ଜଳପ୍ରପାତରେ ବୁଡ଼ିଗଲେ ଯୁବକ। ୧୮ ଘଣ୍ଟା ପରେ ମୃତଦେହ ଉଦ୍ଧାର। ଗଜପତି ଜିଲ୍ଲା ଆର୍.ଉଦୟଗିରି ଥାନା ମାଙ୍କଡ଼ଡ଼ିଆଁ ଜଳପ୍ରପାତରେ ଅଘଟଣ ଘଟିଛି । ମୃତକ ହେଲେ ପାରଳାଖେମୁଣ୍ଡିର ସତୀଶ । ଗତକାଲି କିଛି ଯୁବକ ମିଶି ପିକନିକ୍ କରିବାକୁ ଆସିଥିଲେ । … Read More

ଆକ୍ସନ ମୋଡରେ ପ୍ରଶାସନ; ଆମ ବସରେ ବସି ସ୍ଥିତି ପରଖିଲେ ପରିବହନ କମିଶନର

ଭୁବନେଶ୍ୱର: ଆମ ବସ୍ ଦୁର୍ଘଟଣା ପରେ ଆକ୍ସନ ମୋଡକୁ ଆସିଛି ପରିବହନ ବିଭାଗ। ସାରା ରାଜ୍ୟରେ ମୋ ବସ୍ ଡ୍ରାଇଭରଙ୍କୁ ଯାଞ୍ଚ କରାଯାଉଥିବା ବେଳେ ଆଜି ଆମ ବସ୍‌ରେ ନିଜେ ଯାଇ ସ୍ଥିତି ପରଖିଲେ ପରିବହନ କମିଶନର। ଆଜି ସେ ମୋ … Read More

ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆତଙ୍କ, ୩୦ ପଜିଟିଭ; ପହଞ୍ଚିଲେ ୱାଟକୋ ଓ ମେଡିକାଲ ଟିମ୍

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ଗୁରୁଜଙ୍ଗରେ ଥିବା ଜବାହାର ନବୋଦୟ ବିଦ୍ୟାଳୟ (ଜେଏନଭି)ରେ ଜଣ୍ଡିସ୍ ବ୍ୟାପିଥିବା ଜଣାପଡ଼ିଛି। ବିଦ୍ୟାଳୟର ପ୍ରାୟ ୩୦ ଜଣ ଛାତ୍ରଛାତ୍ରୀଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଛି। ସୂଚନା ଅନୁଯାୟୀ, ପ୍ରାଥମିକ ଚିକିତ୍ସା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଏହି ସମସ୍ତ … Read More

ତାଳଚେରରେ ବଢ଼ୁଛି ପ୍ରଦୂଷଣ, ସ୍ବତନ୍ତ୍ର ଗାଇଡ଼ ଲାଇନ ପ୍ରସ୍ତୁତ କଲେ ଜିଲ୍ଲାପାଳ

ତାଳଚେର: ବାୟୁ ପ୍ରଦୂଷଣକୁ ନେଇ ସାରା ଦେଶ ଚିନ୍ତାରେ ଥିବାବେଳେ ଏବେ ଆସିଛି ଆଉ ଏକ ବଡ଼ ଖବର । ୩୩୨ ଏକ୍ୟୁଆଇ ସହ ରାଜ୍ୟର ସବୁଠାରୁ ପ୍ରଦୂଷିତ ସହର ଭାବେ ପରିଗଣିତ ହୋଇଛି ତାଳଚେର ।  ଦିନକୁ ଦିନ ତାଳଚେର … Read More

ଆନ୍ଧ୍ରରେ ସଡ଼କ ଦୁର୍ଘଟଣା: ୩ ଓଡ଼ିଆ ମୃତ, ୨ ଗୁରୁତର

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବାରୁଆ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା । ଯେଉଁଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଦୃତ ବେଗରେ ଆସୁଥିବା କାର ଲରିର ପଛପଟୁ ଧକ୍କା ଦେବାରୁ ଘଟିଛି … Read More

ବିମାନରେ ପାୱାର ବ୍ୟାଙ୍କ ନେବା ମନା, ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ନିର୍ଦ୍ଦେଶନାମା ଜାରି

ନୂଆଦିଲ୍ଲୀ:ବିମାନରେ ପାୱାର ବ୍ୟାଙ୍କ ନେବା ମନା ।  ଏହି ନିର୍ଦ୍ଦେଶନାମା ଜାରି କରିଛି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ-DGCA ।  ବିମାନରେ ଯାତ୍ରା ସମୟରେ ଫୋନ୍ ଓ ଅନ୍ୟାନ୍ୟ ଡିଭାଇସ୍ ଚାର୍ଜିଂ ପାଇଁ ବ୍ୟବହୃତ ପାୱାର ବ୍ୟାଙ୍କ ଓ ପୋର୍ଟେବଲ୍ ଚାର୍ଜର … Read More

ଦିଲ୍ଲୀ ବିସ୍ଫୋରଣ ଘଟଣା: ଘୋଷ୍ଟ ସିମ୍ କାର୍ଡ, ଏନକ୍ରିପଟେଡ୍ ମୋବାଇଲ୍ ଆପ୍ ମାଧ୍ୟମରେ ପାକ୍ ହ୍ୟାଣ୍ଡଲରଙ୍କୁ ଯୋଗାଯୋଗ କରୁଥିଲେ ଆତଙ୍କୀ

ନୂଆଦିଲ୍ଲୀ: ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ଘଟଣାରେ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ତଦନ୍ତ ସମୟରେ ସୁରକ୍ଷା ଏଜେନ୍ସିଗୁଡ଼ିକ ଚକିତ କଲାଭଳି ତଥ୍ୟ ପାଇଛନ୍ତି । ଆତଙ୍କବାଦୀମାନେ ଘୋଷ୍ଟ ସିମ୍ କାର୍ଡ ଏବଂ ଏନକ୍ରିପଟେଡ୍ ମୋବାଇଲ୍ ଆପ୍ … Read More

ଆହୁରି ବଢିବ ଥଣ୍ଡା; ୭ଦିନ ପାଇଁ ୧୯ ରାଜ୍ୟକୁ ଘନ କୁହୁଡି ଆଲର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ ଏବଂ ସମଗ୍ର ଉତ୍ତର ଭାରତରେ ହାଡ଼ଭଙ୍ଗା ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ଏବଂ ଶୀତଳ ଲହରୀ ଶୀତକୁ ଆହୁରି ତୀବ୍ର କରିଛି। ସର୍ବନିମ୍ନ ଏବଂ ସର୍ବାଧିକ ତାପମାତ୍ରା ଏବେ ହ୍ରାସ ପାଇବାରେ ଲାଗିଛି। ଭାରତ ପାଣିପାଗ ବିଭାଗ … Read More

ଭେନେଜୁଏଲା ରାଷ୍ଟ୍ରପତି ଦମ୍ପତିଙ୍କୁ ଗିରଫ ପରେ ଜାତିସଂଘ ଡାକିଲା ଜରୁରୀ ବୈଠକ

ନ୍ୟୁୟର୍କ : ଭେନେଜୁଏଲା ବିରୁଦ୍ଧରେ ଆମେରିକାର ସାମରିକ ଆକ୍ରମଣ ଓ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ପତ୍ନୀଙ୍କୁ ଗିରଫ ଘଟଣା ସମଗ୍ର ବିଶ୍ବକୁ ଚିନ୍ତିତ କରିଛି । ଏହାକୁ ଦୃଷ୍ଟିରେ ରଖି ଜାତିସଂଘ ଏକ ଜରୁରୀ ବୈଠକ ଡାକିଛି । … Read More