ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢିଲା ପ୍ରଦୂଷଣ ପ୍ରମାଣପତ୍ର ଅବଧି
ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର (ପିୟୁସିସି) ବିନା ନୋ ଫୁଏଲ’ ନୀତି ଲାଗୁ କରିବା ପାଇଁ ସମୟସୀମାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ବୁଧବାର ଦିନ ସୂଚନା ଦେଇଛନ୍ତି। ତେବେ ଗାଡ଼ି ଚାଳକ … Read More
