ଚୀନ୍ ବନ୍ଦରରେ ମାଲବାହୀ ଜାହାଜରେ ନିଆଁ: ୨୦ ମୃତ, ୫ ନିଖୋଜ
ବେଜିଂ: ଚୀନ୍ର ଏକ ବନ୍ଦରରେ ଏକ ମାଲବାହୀ ଜାହାଜରେ ନିଆଁ ଲାଗିବା ଯୋଗୁ ୨୦ ଜଣ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ନିଖୋଜ ଅଛନ୍ତି। ଜାହାଜଟି ଉତ୍ତର-ପୂର୍ବ ଚୀନ୍ ଉପକୂଳରେ ଥିବା ଏକ ପ୍ରମୁଖ ଜାହାଜ ଚଳାଚଳ କେନ୍ଦ୍ର କ୍ୱିଂଡାଓ ବନ୍ଦରରେ … Read More
