ବାଂଲାଦେଶ ହିଂସା : ଦିଲ୍ଲୀରେ ବିଶ୍ବହିନ୍ଦୁ ପରିଷଦର ପ୍ରତିବାଦ

ନୂଆଦିଲ୍ଲୀ: ବାଂଲାଦେଶ ହିଂସା ଘଟଣାରେ ଦିଲ୍ଲୀରେ ବାଂଲାଦେଶ ହାଇକମିଶନ କାର୍ଯ୍ୟାଳୟ ବାହାରେ ବିଶ୍ବ ହିନ୍ଦୁ ପରିଷଦ ସଦସ୍ୟ ପ୍ରତିବାଦ କରିଛନ୍ତି । ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା କାରଣରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବାଂଲାଦେଶରେ ହିନ୍ଦୁ ଯୁବକ ଦିପୁ ଚନ୍ଦ୍ର … Read More

ଅଡୁଆରେ କାର୍ତ୍ତି ଚିଦାମ୍ବରମ: ଦିଲ୍ଲୀ କୋର୍ଟରେ ଚାର୍ଜ ଫ୍ରେମ୍‌

ନୂଆଦିଲ୍ଲୀ: ଦିଲ୍ଲୀର ଏକ କୋର୍ଟ ଚୀନ୍‌ ଭିସା ଦୁର୍ନୀତି ମାମଲାରେ କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କ ବିରୋଧରେ ହୋଇଥିବା ଅଭିଯୋଗର ଫଇସଲା କରିଛନ୍ତି। ରାଉଜ୍‌ ଆଭେନ୍ୟୁ କୋର୍ଟ ଏହି ମାମଲାରେ ସାଂସଦ ଚିଦାମ୍ବରମ୍‌ ଏବଂ ଅନ୍ୟାନ୍ୟ ବ୍ୟକ୍ତିଙ୍କ ବିରୋଧରେ ଅପରାଧିକ ଷଡଯନ୍ତ୍ରର … Read More

ଇଣ୍ଡୋନେସିଆରେ ସଡ଼କ ଦୁର୍ଘଟଣା, ୧୬ ମୃତ

ଇଣ୍ଡୋନେସିଆ : ଇଣ୍ଡୋନେସିଆର ସେଣ୍ଟ୍ରାଲ ଜାବା ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଦେଖିବାକୁ ମିଳିଛି । ଗତକାଲି ସକାଳେ ସେମାରାଙ୍ଗ ସହରରେ ଏକ ଦ୍ରୁତଗାମୀ ବସ୍ ହଠାତ୍ ନିୟନ୍ତ୍ରଣ ହରାଇ ଓଲଟି ପଡିଥିଲା । ଯାହାଫଳରେ ଘଟଣାସ୍ଥଳରେ ୧୬ ଜଣ ଯାତ୍ରୀଙ୍କ … Read More

ଭାରତୀୟଙ୍କ ପାଇଁ ବାଂଲାଦେଶୀ ଭିସା ସେବା ବନ୍ଦ

ନୂଆଦିଲ୍ଲୀ: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ ।  ଭାରତର ଭିସା ସେବା ବନ୍ଦ କରିବା ନିଷ୍ପତ୍ତି ପ୍ରତିବାଦରେ ବାଂଲାଦେଶ ଏହି ନିଷ୍ପତ୍ତି ନେଇଛି ।  ବାଂଲାଦେଶର ବିଚ୍ଛିନ୍ନତାବାଦୀ ନେତା ଶରିଫ ଉସମାନ ହାଦିଙ୍କ ମୃତ୍ୟୁ ପରେ ଦୁଇ ଦେଶ … Read More

୭ ଶିଶୁ ସମେତ ୯ ଦାଦନ ଶ୍ରମିକ ଉଦ୍ଧାର

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ପୁଲିସ ମଙ୍ଗଳବାର ୭ ଶିଶୁଙ୍କ ସହିତ ୯ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଶ୍ରମିକମାନଙ୍କ ମଧ୍ୟରେ ୪ପୁରୁଷ ଓ ୫ମହିଳା ରହିଛନ୍ତି। ସୂଚନା ଅନୁସାରେ, ତୁରେକେଲା ଥାନା ଧୁସାମୁଣ୍ଡା ଗ୍ରାମର ସର୍ଦ୍ଦାର ସୁଜନ ଘିଭେଲା … Read More

ଏସ୍‌ସିବିରେ ତିଆରି ହେବ ୧୭ ମହଲା ପାର୍କିଂ ଅଟ୍ଟାଳିକା

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ(ଏସସିବି) ମେଡିକାଲ କଲେଜରେ ତିଆରି ହେବ ୧୭ ମହଲା ବିଶିଷ୍ଟ ପାର୍କିଂ ଅଟ୍ଟାଳିକା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିବା ସମୟରେ … Read More

ସ୍କୁଲ ଆଗରୁ ଡଙ୍ଗରିଆ କନ୍ଧ ମହିଳାଙ୍କ ମୃତଦେହ ଜବତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ନାରାୟଣପୁର ପଞ୍ଚାୟତ ପଡ଼େଇକାନୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରୁ ମଙ୍ଗଳବାର ଜଣେ ଡଙ୍ଗରିଆ କନ୍ଧ ମହିଳାଙ୍କ ମୃତଦେହ ଜବତ କରିଛି ପୁଲିସ। ପୁଲିସ କହିବା ଅନୁଯାୟୀ, କିଛି ଲୋକ ସକାଳେ ଶୌଚ ପାଇଁ  ଯାଉଥିବା … Read More

କ୍ୟାଡର ମାଓବାଦୀଙ୍କୁ ଧରିବା ଲାଗି ପୁରସ୍କାର ଘୋଷଣା, ଲାଗିଲା ପୋଷ୍ଟର

ରାଇକିଆ: କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ଦେଶ ଗଠନ ପାଇଁ ଲକ୍ଷ୍ୟ ରଖିଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୁଲିସ ମାଓବାଦର ମୂଳୋତ୍ପାଟନ ପାଇଁ ପ୍ରୟାସ କରୁଛି। ଏ ଦିଗରେ ପୁଲିସ ବ୍ୟାପକ ସଚେତନତା ସୃଷ୍ଟି କରିବା … Read More

ଜାନୁଆରୀରେ ରାଜ୍ୟରେ ହେବ ୪୯ ଖଣି ନିଲାମ

ଭୁବନେଶ୍ବର: ଖଣି ନିଲାମ କରିବା ପ୍ରସଙ୍ଗରେ ବଡ ବୈଠକ ଡାକିଲେ ରାଜ୍ୟ ସରକାର ।ଏହି ପ୍ରସଙ୍ଗରେ ଆସନ୍ତା ବର୍ଷ ଜାନୁଆରୀ ୩ ତାରିଖ ଅପରାହ୍ମ​‌୪ ଟାରେ ଇସ୍ପାତ ଓ ଖଣିବିଭାଗ ର ଗୁରୁତ୍ଵପୁର୍ଣ୍ଣ ବୈଠକ ବସିବା ନେଇ ଜଣାପଡିଛି।  ଏହି ବୈଠକରେ … Read More

ନିର୍ଦ୍ଧିଷ୍ଟ ସମୟ ସୁଦ୍ଧା ସାରିବାକୁ ହେବ ଜିରୋନାଇଟ୍‌ ଉତ୍ସବ : କମିଶନର

ଭୁବନେଶ୍ବର: ଖ୍ରୀଷ୍ଟମାସ ଏବଂ ନୂଆବର୍ଷ ପାଇଁ ଦ୍ଵେତନଗର ଭୁବନେଶ୍ଵର ଏବଂ କଟକରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହି ଦୁଇଟି ଦିନ ପାଇଁ କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଉଭୟ ସହରରେ ଅଧିକ ୧୫ ପ୍ଲାଟୁନ ଫୋର୍ସ ନିୟୋଜିତ … Read More