ବାଂଲାଦେଶରେ ହାଦୀ ପରେ ଆଉ ଜଣେ ନେତାଙ୍କୁ ଗୁଳି
ବାଂଲାଦେଶ: ବାଂଲାଦେଶରେ ଥମୁନି ହିଂସା। ଯୁବନେତା ଶରିଫ ଓସମାନ ବିନ୍ ହାଦୀଙ୍କୁ ହତ୍ୟା କରାଯିବା ପରେ ଦେଶରେ ହିଂସା ଉଗ୍ର ରୂପ ନେଇଥିବାବେଳେ ସୋମବାର ଆଉ ଜଣେ ନେତାଙ୍କୁ ଗୁଳି କରାଯାଇଛି। ସେହି ନେତା ଜଣକ ହେଉଛନ୍ତି ମହମ୍ମଦ ମୋତାଲେବ ସିକ୍ଦାର। … Read More
