ରାଜ୍ୟରେ ଲାଗୁ ହେବ ୟୁସିସି ! ସମସ୍ତଙ୍କୁ ମିଳିବ ସମାନ ଅଧିକାର

ଭୁବନେଶ୍ୱର: ୨୦୨୯ ସୁଦ୍ଧା ଏନ୍‌ଡ଼ିଏ ନେତୃତ୍ୱାଧୀନ ୨୧ ଟି ରାଜ୍ୟରେ ସମାନ ନାଗରିକ ସଂହିତା ବା ୟୁସିସି ଲାଗୁ ହେବା ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଘୋଷଣା କରିଛନ୍ତି। ଏହା ଘୋଷଣା ପରେ ଓଡ଼ିଶାରେ ଏହାକୁ ନେଇ ଚର୍ଚ୍ଚା ଜୋର … Read More

ମାନସିକ ଚାପ ହ୍ରାସ ପାଇଁ ଓପନ୍ ଏନକ୍ଲୋଜରକୁ ଯିବେ ୫ ଶିଶୁ ଓରାଙ୍ଗଉଟାନ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ ଉଦ୍ଧାର କରାଯାଇଥିବା ପାଞ୍ଚଟି ଶିଶୁ ଓରାଙ୍ଗଉଟାନଙ୍କ ନସିକ ଚାପ ହ୍ରାସ ମାକରିବା ଉଦ୍ଦେଶ୍ୟରେ ସେମାନଙ୍କୁ ଏକ ଖୋଲା ଆକାଶ ତଳକୁ ସ୍ଥାନାନ୍ତର କରିବା ନେଇ ବିଚାରବିମର୍ଶ କରୁଛନ୍ତି। ଏହି ପ୍ରସ୍ତାବ ଉପରେ … Read More

ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ

ସମ୍ବଲପୁର: ସୋମବାର ସନ୍ଧ୍ୟାରେ ଏକ ବଡ଼ ଅଘଟଣ। ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନରେ ଥିବା ଦେହେରିପାଲି ଅଞ୍ଚଳରେ ଗଣେଶ ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ। ଜଳିପୋଡ଼ି ପାଉଁଶ ହେଲା ସବୁ ସାଜସଜ୍ଜା। ଦେହେରିପାଲି ପୂଜା କମିଟି ଦ୍ୱାରା ଆୟୋଜିତ ଗଣେଶ … Read More

ନୂଆଖାଇ ପାଇଁ ପଶ୍ଚିମ ଓଡ଼ିଶା ଉତ୍ସବମୁଖର, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ନୂଆଖାଇ ପର୍ବ ପାଇଁ ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସାହ ଓ ଉଦ୍ଦୀପନାରେ ମୁଖରିତ ହୋଇଉଠିଥିବା ବେଳେ ସମ୍ବଲପୁରସ୍ଥିତ ମା’ ସମଲେଶ୍ୱରୀଙ୍କ ନିକଟରେ ‘ନବାନ୍ନ’ ଲାଗି କରାଯାଇଛି। ଚଳିତ ଋତୁର ପ୍ରଥମ ନୂଆ ଚାଉଳରୁ ପ୍ରସ୍ତୁତ ଅନ୍ନକୁ ନବାନ୍ନ ରୂପେ ମାଙ୍କ … Read More

୧୯ରୁ ବିଦାୟ ନେବ ମୌସୁମୀ ବାୟୁ…

ଭୁବନେଶ୍ୱର: ଦେଶର ଅନେକ ସ୍ଥାନରେ ବର୍ଷା ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ସେପ୍ଟେମ୍ବର ୧୫ ତାରିଖରେ ଉତ୍ତର-ପୂର୍ବ, ଉତ୍ତର ଭାରତ ଏବଂ ପୂର୍ବ ଭାରତର ଅନେକ ସ୍ଥାନରେ ବର୍ଷା ଏବଂ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। IMD … Read More

ହର୍ମୁଜରେ ପୁଣି ଆକ୍ରମଣ; ୩% ବୃଦ୍ଧି ପାଇଲା ଅଶୋଧିତ ତୈଳ ଦର

ତେହେରାନ: ହର୍ମୁଜ ପ୍ରଣାଳୀ ଏବଂ ଉପସାଗରୀୟ ଅଞ୍ଚଳରେ ବାଣିଜ୍ୟିକ ଜାହାଜ ଉପରେ ନିକଟରେ ହୋଇଥିବା ଆକ୍ରମଣ ବିଶ୍ୱ ଯୋଗାଣ ସଙ୍କଟକୁ ଆହୁରି ବଢ଼ାଇଛି।ସୋମବାର ଦିନ ଅଶୋଧିତ ତୈଳ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବ୍ରେଣ୍ଟ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ … Read More

ମାସୁଦ୍‌କୁ ନେଇ ପାକିସ୍ତାନରେ ପୁଣି ଚାଞ୍ଚଲ୍ୟ, ସୂଚନା ଦେଲେ ମିଳିବ ୭୦ ଲକ୍ଷର ପୁରସ୍କାର !

ନୂଆଦିଲ୍ଲୀ: କୁଖ୍ୟାତ ଆତଙ୍କବାଦୀ ତଥା ଜୈସ-ଇ-ମହମ୍ମଦର ମୁଖ୍ୟ ମାସୁଦ୍ ଆଜାରକୁ ପୁଣି ଥରେ ମୋଷ୍ଟ ୱାଂଟେଡ ତାଲିକାରେ ସ୍ଥାନ ଦେଇଛି ପାକିସ୍ତାନ । ତାକୁ ଧରିଦେଲେ ବା ତା ସମ୍ପର୍କିତ ଖବର ଦେଲେ ୭୦ ଲକ୍ଷ ପାକିସ୍ତାନୀ ଟଙ୍କା ପୁରସ୍କାର ସ୍ୱରୂପ … Read More

ଗୋଆ ବିଧାନସଭା ନିର୍ବାଚନ: ଏକାଠି ଲଢ଼ିବେ ଆପ୍-ଜିଏଫପି

ପାନାଜୀ: ଆସନ୍ତା ବର୍ଷ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିପାଇଁ ଏବେଠାରୁ ରାଜନୈତିକ ଦଳ ଗୁଡ଼ିକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି (ଆପ) ଓ ଗୋଆ ଫରୱାର୍ଡ ପାର୍ଟି (ଜିଏଫପି) ରବିବାର … Read More

କନିଷ୍ଠ ସହଯୋଗୀଙ୍କୁ ଦୁଷ୍କର୍ମ ମାମଲାରେ କୋର୍ଟରେ ଆତ୍ମସମର୍ପଣ କଲେ ତରୁଣ ତେଜପାଲ

ପଣଜୀ: କନିଷ୍ଠ ସହଯୋଗୀଙ୍କୁ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବ ତରୁଣ ତେଜପାଲ ଗୋଆର ଏକ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ବମ୍ବେ ହାଇକୋର୍ଟ ତାଙ୍କୁ ଏହି ମାମଲାରେ ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିଲେ। ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ତେଜପାଲ … Read More

ଉପନିର୍ବାଚନ ଲଢ଼ିବେନି ମମତା ବାନାର୍ଜୀ

କଲକାତା: ସବୁ ଚର୍ଚ୍ଚାରେ ବିରାମ ଲାଗିଛି। ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନନ୍ଦିଗ୍ରାମ ବିଧାନସଭା ଉପ-ନିର୍ବାଚନ ଲଢ଼ିବେନି ବୋଲି ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ୬ ତାରିଖରେ ନନ୍ଦିଗ୍ରାମ ଓ ରେଜିନଗର ଆସନରେ ଉପନିର୍ବାଚନ ହେବ। ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ନନ୍ଦିଗ୍ରାମ … Read More