ଭୁବନେଶ୍ବର ବିମାନ ବନ୍ଦରରେ ଏକାଧିକ ଏୟାର ଇଣ୍ଡିଆ ବିମାନ ରଦ୍ଦ
ଭୁବନେଶ୍ବର : ଭୁବନେଶ୍ବର ବିମାନ ବନ୍ଦରରେ ଏକାଧିକ ଏୟାର ଇଣ୍ଡିଆ ବିମାନ ରଦ୍ଦ । ଯାତ୍ରୀ ହନ୍ତସନ୍ତ । ଘନ କୁହୁଡି ଯୋଗୁଁ ୩ଟି ବିମାନ ରଦ୍ଦ ହୋଇଛି । ଏଥିସହ ଗୋଟିଏ ବିମାନ ବିଳମ୍ବରେ ଚାଲିଛି । ଭୁବନେଶ୍ୱରରୁ ଦିଲ୍ଲୀ ପାଇଁ … Read More
