ଧଉଳି ଗଣଦୁଷ୍କର୍ମ ମାମଲା: ମୁଖ୍ୟ ଅଭିଯୁକ୍ତ ସତ୍ୟପ୍ରକାଶ ହାତୀର କ୍ରାଇମ ସିନ୍ ରିକ୍ରିଏସନ୍
ଭୁବନେଶ୍ବର : ସତ୍ୟପ୍ରକାଶ ହାତୀର କ୍ରାଇମ ସିନ୍ ରିକ୍ରିଏସନ୍ । ଭୁବନେଶ୍ବର ଧଉଳି ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ସତ୍ୟପ୍ରକାଶ ହାତୀକୁ କ୍ରାଇମସ୍ପଟକୁ ନେଇ କ୍ରାଇମ ସିନ ରିକ୍ରିଏସନ କରିଛି କମିଶନରେଟ ପୋଲିସ । ଘଟଣା ପରଠୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ … Read More
