ବଲାଙ୍ଗୀରରେ ଖୋଲିନି ମଣ୍ଡି, ଧାନ ବିକ୍ରି କରିନପାରି ଚିନ୍ତାରେ ଚାଷୀ
ବଲାଙ୍ଗୀର: ବଲାଙ୍ଗୀର ଜିଲାରେ ଧାନ ମଣ୍ତି ଖୋଲିନଥିବାରୁ ଚାଷୀମାନଙ୍କୁ ଧାନ ବିକ୍ରୟ କରିବାରେ ସମସ୍ୟା ଉପୁଜିଛି। ଏହି ବିଷୟକୁ ନେଇ ବିଧାୟକ କଳିକେଶ ନାରାୟଣ ସିଂହଦେଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ … Read More
