ନ୍ୟାସନାଲ ହେରାଲ୍ଡ ମାମଲା: ସୋନିଆ ଓ ରାହୁଲଙ୍କୁ ବଡ ଆଶ୍ଵସ୍ତି
ନୂଆଦିଲ୍ଲୀ : ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ ଏବଂ ରାହୁଲ ଗାନ୍ଧୀଙ୍କୁ ବଡ ଆଶ୍ଵସ୍ତି ମିଳିଛି। ମନି ଲଣ୍ଡ୍ରିଂ ନେଇ ଦିଲ୍ଲୀ କୋର୍ଟ ଇଡି ଚାର୍ଜସିଟ୍କୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଇଡି ଚାର୍ଜ ସିଟ୍ ଉପରେ ବିଚାର କରିବାକୁ କୋର୍ଟ ମନା କରିଛନ୍ତି। … Read More
