କେନାଲ ଖୋଳାକୁ ନେଇ ପ୍ରଶାସନ-ଗ୍ରାମବାସୀ ଧସ୍ତାଧସ୍ତି, ୪୦ ଜଣକୁ ଉଠାଇଲା ପୋଲିସ
ବ୍ରହ୍ମଗିରି : କେନାଲ ଖୋଳାକୁ ନେଇ ଉତ୍ତେଜନା । ବ୍ରହ୍ମଗିରିରେ କେନାଲ ଖୋଳାକୁ ନେଇ ପ୍ରଶାସନ ଓ ଗ୍ରାମବାସୀ ମୁହଁମୁହିଁ । ପୋଲିସ ସହ ଧସ୍ତାଧସ୍ତି । ୪୦ ଜଣ ମହିଳା ଓ ପୁରୁଷଙ୍କୁ ଉଠାଇ ନେଲା ପୋଲିସ । ୭ ପ୍ଲାଟୁନ … Read More
