ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା ଆରମ୍ଭ

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍‌ (ଓସିଏସ)ର ମୁଖ୍ୟ ଲିଖିତ ପରୀକ୍ଷା ଆସନ୍ତାବର୍ଷ ଜାନୁଆରୀ ୩୧ ଠାରୁ ଆରମ୍ଭ ହୋଇ ଫେବୃଆରୀ ୧୦ ଯାଏଁ ଚାଲିବ। ଏଥିରେ ମୋଟ ୨୪୦୫ ଜଣ ପରୀକ୍ଷାର୍ଥୀ … Read More

୧୪ରେ ଓଡିଶା ଆସିବେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

କଟକ : ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ।  ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ ବିଳମ୍ବ ହ୍ରାସ କରିବା ପାଇଁ … Read More

ନାବାଳିକାକୁ ଦୁଷ୍କର୍ମ: ଘର ମାଲିକ ଗିରଫ

ଭୁବନେଶ୍ୱର : ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ ଘଟଣା ।  ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଘର ମାଲିକ ଗିରଫ ।  ନିଆଳିର ନରେଶ ମହାନ୍ତିକୁ ଗିରଫ କଲା ମହିଳା ଥାନା ପୋଲିସ ।  ଗିରଫ କରି ତାକୁ କୋର୍ଟ ଚାଲାଣ କରାଯାଇଛି ।  ଅଭିଯୁକ୍ତ … Read More

ଭିଜିଲାନ୍ସ ଅଫିସର ପରିଚୟ ଦେଇ ଓଏଏସ ଅଫିସରଙ୍କଠାରୁ ଠକେଇ, ଶଳା-ଭିଣୋଇ ଗିରଫ

କଟକ : ନିଜକୁ ଭିଜିଲାନ୍ସ ଅଫିସର ପରିଚୟ ଦେଇ ବରିଷ୍ଠ ଓଏଏସ ଅଫିସରଙ୍କୁ ଠକେଇ ଅଭିଯୋଗ ।  ୪ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଶଳା-ଭିଣୋଇ ଗିରଫ । ଭିଜିଲାନସ ଅଧିକାରୀ ଓ ରାଉରକେଲା ପୋଲିସ ମିଳିତ ଚଢ଼ାଉ କରି ସେମାନଙ୍କୁ ଗିରଫ … Read More

ଟୋକନ ଅବ୍ୟବସ୍ଥା, ରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର : ସମ୍ବଲପୁରରେ ଚାଷୀଙ୍କ ଆନ୍ଦୋଳନ। ଟୋକନକୁ ନେଇ ଜିଲ୍ଲାର ୩ଟି ସ୍ଥାନରେ ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ । ରେମେଡ, ସିନ୍ଦୁରପଙ୍କ ଓ ଧମା ଠାରେ ଜାତୀୟ ରାଜପଥ ଅବରୋଧ କରାଯାଇଛି । ଜିଲ୍ଲାରେ ୬୦ ହଜାର ଚାଷୀ ଧାନ ବିକ୍ରି ପାଇଁ … Read More

ସତ୍ୟବିହାରରେ ଜଳିଗଲା ବାର୍, ନଥିଲା ବିଧିବଦ୍ଧ ଲାଇସେନ୍ସ

ଭୁବନେଶ୍ବର : ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ । ଭୁବନେଶ୍ବର ସତ୍ୟବିହାର ଅଞ୍ଚଳରେ ଜଳିଗଲା ବାର୍ । ହୁତୁହୁତୁ ହୋଇ ଜଳିଲା ବିଲଡିଂ, ଧୂଆମୟ ହେଲା ଅଞ୍ଚଳ । ଘଣ୍ଟାଏ କାଳ କସରତ ପରେ ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବାହିନୀ । ସ୍ଥିତି … Read More

କଲରାପତରିଆକୁ ବିଷ ଦେଇ ମାରିଦେଲେ ଗ୍ରାମବାସୀ

ବଣାଇ : ବଳଦ ଖାଇଦେବାରୁ ବାଘକୁ ବିଷ । କଲରାପତରିଆକୁ ବିଷ ଦେଇ ମାରିଦେଲେ । ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନା ତାମରା ରେଞ୍ଜର କୁସୁମଡ଼ିହି ସେକ୍ସନର ଖେସାରା ଜଙ୍ଗଲରୁ ବାଘର ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରେ RCCF, DFO ଓ … Read More

ମୋକିମଙ୍କ ବୟାନକୁ ନେଇ କଂଗ୍ରେସରେ କନ୍ଦଳ, ଦଳରେ ଦେଖା ଦେଲାଣି ନେତୃତ୍ବ ସଂକଟ

ଭୁବନେଶ୍ବର: ରାଜ୍ୟ କଂଗ୍ରେସରେ ପୁଣି ବାହାରିଲା ପୁରୁଣା ରୋଗ। କଂଗ୍ରେସରେ ଦେଖା ଦେଲାଣି ନେତୃତ୍ବ ସଂକଟ। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ନିଜ ଦଳର ନେତା। ଦଳ ଭିତରେ ଚାଲିଛି ଛକାପଞ୍ଝା। ମୋକିମଙ୍କ ବୟାନକୁ … Read More

ଭାରତ ଉପରେ ୫୦% ଟାରିଫ ଲାଗୁ କଲା ମେକ୍ସିକୋ

ନୂଆଦିଲ୍ଲୀ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି କରିଛି ମେକ୍ସିକୋ। ଆସନ୍ତା ୨୦୨୬ରୁ ଏହି ନୂଆ ବର୍ଦ୍ଧିତ ଶୁଳ୍କ ଲାଗୁ ହେବ। ଭାରତରୁ ଆମଦାନୀ ହେଉଥିବା ବିଭିନ୍ନ ସାମଗ୍ରୀ ବା ଉତ୍ପାଦ ଉପରେ ଶୁଳ୍କ ଲାଗୁ ହେବ। ଭାରତ … Read More

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଉମର ଖଲିଦକୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ ଉମର ଖଲିଦକୁ ଦିଲ୍ଲୀ ଏକ ତଳ କୋର୍ଟ ଅନ୍ତରୀଣ ଜାମିନ ଦେଇଛନ୍ତି। ଭଉଣୀ ବିବାହ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି କୋର୍ଟ ଉମରକୁ ୧୪ ଦିନିଆ ସର୍ତ୍ତମୂଳକ ଜାମିନରେ ଯିବାକୁ ଅନୁମତି ଦେଇଛନ୍ତି। … Read More