ଗେଙ୍ଗୁଟି ନଦୀରେ ବୁଡ଼ି ଦମ୍ପତି ନିଖୋଜ

ଯାଜପୁର: ନଦୀରେ ବୁଡ଼ି ଦମ୍ପତି ନିଖୋଜ । ଯାଜପୁର ବାଲିଚନ୍ଦ୍ରପୁର ଥାନା ଗେଙ୍ଗୁଟି ନଦୀ ବାଲିଘାଟରେ ଅଘଟଣ । ସୂଚନା ଅନୁଯାୟୀ ବାଲିକୁଦା ଗାଁର ସୁଧାକର ଓଝା ଓ ସୁଲୋଚନା ଓଝା ଗେଙ୍ଗୁଟି ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଆଉ ଘରକୁ ଫେରି … Read More

କଟକରୁ ଅପହୃତ ବ୍ୟାଙ୍କ ଅଧିକାରୀ ବାଲେଶ୍ୱରରୁ ଉଦ୍ଧାର, ୨ ଗିରଫ

କଟକ: କଟକରୁ ଅପହୃତ, ବାଲେଶ୍ୱରରୁ ଉଦ୍ଧାର । ବ୍ୟାଙ୍କ ଅଧିକାରୀଙ୍କ ଅପହରଣ ଘଟଣାରେ ମଧୁପାଟଣା ପୋଲିସକୁ ସଫଳତା । ବାଲେଶ୍ୱର ଜିଲ୍ଲାର ୨ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ । ଦୁଇ ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଗମ୍ଭାରୀର … Read More

କାକଟପୁର-ବାଉରୀଆକଣ ରାସ୍ତାରେ ଦମ୍ପତିଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ: ପୁରୀ ଜିଲ୍ଲା କାକଟପୁର ଥାନା କାକଟପୁର-ବାଉରୀଆକଣ ରାସ୍ତାରେ ଘରକୁ ଫେରୁଥିବା ବେଳେ ଦମ୍ପତିଙ୍କୁ ମାରଣାସ୍ତ୍ରରେ ଆକ୍ରମଣ । ରାସ୍ତାରେ ପୂର୍ବରୁ ଲୁଚି ରହିଥିବା ଦୁବୃତ୍ତ ପନିକିରେ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ଅସ୍ତରଙ୍ଗ ଥାନା ଓସିଆଁ ଗାଁର ଲିଟୁ ମହାନ୍ତି ଓ … Read More

୨୨ରେ ଆଉ ଏକ ଲଘୁଚାପ, ରାଜ୍ୟରେ ବଢ଼ିବ ବର୍ଷାର ପ୍ରକୋପ

ଭୁବନେଶ୍ୱର : ୨୨ରେ ପୁଣି ଲଘୁଚାପ। ବଢ଼ିବ ବର୍ଷାର ପ୍ରକୋପ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମଧ୍ୟପ୍ରଦେଶ ଓ ସଂଲଗ୍ନ ଉତ୍ତର ବିଦର୍ଭ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହାରି ପ୍ରଭାବରେ ମୌସୁମୀ ନିମ୍ନଚାପ ରେଖା … Read More

ପୂଜା ନାଁରେ ଜୋର୍ ଜବରଦସ୍ତି ଚାନ୍ଦା ମାଗି ୩ ଗିରଫ

କଟକ: ପାର୍ବଣରେ ଜୋର ଜବରଦସ୍ତ ଚାନ୍ଦା ମାଗି ପାରିବେନି। ପୂଜା ନାଁରେ ଜବରଦସ୍ତି ଚାନ୍ଦା ମାଗିଲେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଯେଉଁମାନେ ଜବରଦସ୍ତି ପୂଜା ଚାନ୍ଦା ହେଉ ଅବା ବଟି ମାଗୁଛନ୍ତି ସେମାନେ ପୋଲିସ ପୂର୍ବରୁ ଅବଗତ କରାଇଥିଲେ। … Read More

ଖୁବଶୀଘ୍ର ବଜାରକୁ ଆସିବ ଓମଫେଡର ଆଇସକ୍ରିମ୍ ଓ ପାଣି; ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

ଭୁବନେଶ୍ୱର: ଓଡ଼ିଶାବାସୀଙ୍କ ପାଇଁ ଆସିବାକୁ ଯାଉଛି ଓମଫେଡ୍‌ର ନୂଆ ଉତ୍ପାଦ। ଓମଫେଡର ବଡ଼ ଧମାକା ବଜାରକୁ ଆସିବ ଓମଫେଡ ଆଇସକ୍ରିମ୍ । ଓମଫେଡ ଆଣିବ ନିଜସ୍ବ ଆଇସକ୍ରିମ । ଖୁବଶୀଘ୍ର ବଜାରକୁ ଆସିବ ଓମଫେଡ ଆଇସକ୍ରିମ । ବିଭିନ୍ନ ଫ୍ଲେଭରରେ ଆସିବ ଓମଫେଡ … Read More

ଚାନ୍ଦିପୁରର ବିକଳ୍ପ ସାଜିବ ଜୁନପୁଟ: ପ୍ରତିରକ୍ଷା ମନ୍ତ୍ରଣାଳୟର ନୂଆ ପ୍ରକଳ୍ପକୁ ଗ୍ରୀନ ସିଗ୍ନାଲ

ବାଲେଶ୍ୱର: ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ଘାଟି ଉପରେ ଦିନକୁ ଦିନ ଚାପ ବଢ଼ିବାରେ ଲାଗିଛି । ଏହି କାର୍ଯ୍ୟଭାରକୁ କମାଇବା ପାଇଁ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି । ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତ ତଥା … Read More

୨୦୨୯ ସୁଦ୍ଧା ଏନ୍‌ଡିଏ ନେତୃତ୍ବାଧୀନ ୨୧ ରାଜ୍ୟରେ ୟୁସିସି ଲାଗୁ ହେବ: ଅମିତ୍‌ ଶାହ

ମୁମ୍ବାଇ: ୨୦୨୯ ଲୋକସଭା ନିର୍ବାଚନ ପୂର୍ବରୁ ଏନ୍‌ଡିଏ ନେତୃତ୍ବାଧୀନ ୨୧ ରାଜ୍ୟରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ ହେବ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରବିବାର ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରୁ ୩୦ ଦିନିଆ ‘ସେବା … Read More

ଚିଲିର ନର୍ସିଂ ହୋମ୍‌ରେ ଅଗ୍ନିକାଣ୍ଡ, ୧୬ ବୃଦ୍ଧ ମୃତ

ସାଣ୍ଟିଆଗୋ: ଚିଲିର ଆରାଉକାନିଆ ଅଞ୍ଚଳର ପିତ୍ରୁଫ୍‌କେନ୍‌ ସହରରେ ଥିବା ଏକ ନର୍ସିଂ ହୋମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୬ ଜଣ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିବାବେଳେ ଶନିବାର ସକାଳେ ନିଆଁକୁ ଆୟତ୍ତ କରାଯାଇଥିଲା। ଘଟଣାସ୍ଥଳ ରାଜଧାନୀ ସାଣ୍ଟିଆଗୋଠାରୁ … Read More

ସମାପ୍ତ ହେଲା ୧୮ତମ BRICS ସମ୍ମିଳନୀ, ଅଂଶଗ୍ରହଣ କରିଥିବା ସମସ୍ତ ଦେଶକୁ ଧନ୍ୟବାଦ ଜଣାଇଲେ ପିଏମ୍ ମୋଦି

ନୂଆଦିଲ୍ଲୀ : ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ ହୋଇଛି । ଭାରତ ଏହି ସମ୍ମିଳନୀର ଅଧ୍ୟକ୍ଷତା କରିଥିଲା । ଉଦଯାପନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ମିଳନୀରେ ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ … Read More