ଅଲାସ୍କାରେ ଭୂକମ୍ପ, ତୀବ୍ରତା ୭

ଅଲାସ୍କା : ଅଲସ୍କା ଏବଂ କନାଡାଇର ୟୁକୋନ ସୀମା ନିକଟବର୍ତ୍ତୀ ଏକ ଅଞ୍ଚଳରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୭ ରହିଥିବା ଜଣାପଡିଛି । ଭୂକମ୍ପର କେନ୍ଦ୍ରସ୍ଥଳ ପ୍ରାୟ ୧୦ କିଲୋମିଟର ଗଭୀରତାରେ ଥିବା ସୂଚନା ମିଳିଛି । … Read More

ଗୋଆ ବିସ୍ଫୋରଣ: ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୃତକଙ୍କ ପରିବାରକୁ ୨ ଲକ୍ଷ ସହାୟତା ଘୋଷଣା

ଗୋଆ : ଗୋଆରେ ନାଇଟ୍ କ୍ଲବ ଟ୍ରାଜେଡି । ଭୟଙ୍କର ଅଗ୍ନିକାଣ୍ଡରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି । ୨୫ଜଣଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ କଲା ଗୋଆ ପୋଲିସ । ଗତକାଲି ରାତିରେ ନର୍ଥ ଗୋଆର ଅରପୁରାରେ ଏକ ନାଇଟ କ୍ଲବରେ ପାର୍ଟି … Read More

ଇଣ୍ଡିଗୋ ସିଇଓଙ୍କୁ କାରଣ ଦର୍ଶାଅ ନୋଟିସ୍, ୨୪ ଘଣ୍ଟାରେ ଉତ୍ତର ରଖିବାକୁ DGCAର ନିର୍ଦ୍ଦେଶ

ନୂଆଦିଲ୍ଲୀ : ଇଣ୍ଡିଗୋ ସିଇଓଙ୍କୁ ଡିଜିସିଏର କାରଣ ଦର୍ଶାଅ ନୋଟିସ ।  ଡ୍ୟୁଟିରେ ଖିଲାପ ଥିବା ସୋକଜ୍ ନୋଟିସରେ ଦର୍ଶାଯାଇଛି । କାରଣ ଦର୍ଶାଅ ନୋଟିସ୍ ରେ କୁହାଯାଇଛି, ଯେ ସିଇଓ ପିଟର ଏଲବର୍ସ ବିମାନ ସେବାକୁ ସୁଚାରୁରୂପେ ପରିଚାଳନା କରିବା ଓ … Read More

ନାଇଟ୍ କ୍ଲବରେ ଅଗ୍ନିକାଣ୍ଡ, ୨୩ ମୃତ

ଗୋଆ : ନାଇଟ୍ କ୍ଲବରେ ଅଗ୍ନିକାଣ୍ଡ । ଯାହାଫଳରେ ୨୩ ଜଣଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା କରାଯାଉଛି । ନର୍ଥ ଗୋଆର ଅରପୁରାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଶନିବାର ରାତିରେ ପାର୍ଟି ଚାଲିଥିବାବେଳେ କ୍ଲବରେ … Read More

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବିରେ ଗୁଣ୍ଡିଚା ମନ୍ଦିର ଆଗରେ ପୁରୀବାସୀଙ୍କ ଧାରଣା

ପୁରୀ: ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ ଦର୍ଶନ କରିପାରିବେ ସେଥିଲାଗି ବିଧିବଦ୍ଧ ବ୍ୟବସ୍ଥା ହେଉ। ଦୀର୍ଘ ଦିନ ଧରି ଦର୍ଶନକୁ ନେଇ ଯେଉଁ ସମସ୍ୟା ଲାଗି ରହୁଛି ତାହାର ସମାଧାନ କରାଯାଉ। ଏଭଳି ଦାବି କରିଛନ୍ତି … Read More

ମହିଳାଙ୍କ ହତ୍ୟାକୁ ନେଇ ମୁହାଁମୁହିଁ ହେଲେ ଦୁଇ ଗାଁର ଲୋକେ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ହେବା ପରେ ଦୁଇ ଗାଁ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ରବିବାର ଏହି ଘଟଣାକୁ ନେଇ ଦୁଇଟି ଯାକ ଗାଁ ମୁହାଁମୁହିଁ ହେବା ସହିତ … Read More

୯ରେ ବାରବାଟୀ ଲଢ଼େଇ, କ୍ରିକେଟ୍ ପ୍ରେମୀଙ୍କ ପାଇଁ ଜାରି ହେଲା ସ୍ୱତନ୍ତ୍ର ଆମ ବସ୍ ସେବା

ଭୁବନେଶ୍ୱର : ଡିସେମ୍ବର ୯ ତାରିଖରେ ହେବାକୁ ଯାଉଛି ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। କଟକ ବାରବାଟୀ ଷ୍ଟାଡ଼ିୟମ୍‌ରେ ହେବାକୁ ଥିବା କ୍ରିକେଟ୍ ମ୍ୟାଚ୍‌କୁ ନେଇ ରହିଛି ପ୍ରତ୍ୟେକଙ୍କ ମନରେ ଉଚ୍ଛ୍ୱାସ। ଏହାକୁ ଲକ୍ଷ୍ୟ କରି କ୍ରୁଟ୍ … Read More

ବାରବାଟୀ ଟି-୨୦ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଟି-୨୦ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରବିବାର ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ତରଫରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। … Read More

ଟ୍ରାକ୍ଟର-ବାଇକ ମୁହାଁମୁହିଁ, ୨ ମୃତ, ଜଣେ ଆହତ

ବାଲୁଗାଁ :  ଟ୍ରାକ୍ଟର ବାଇକ ମୁହାଁମୁହିଁ ଧକ୍କା  । ଦୁଇ ମୃତ, ଜଣେ ଆହତ  ।  ବାଇକରେ ତିନିଜଣ କ୍ରିକେଟ ଖେଳିବାକୁ ପ୍ରତାପ ଗ୍ରାମ ଅଭିମୁଖେ ଯାଉଥିବା ବେଳେ  ବିପରୀତ ଦିଗରୁ ଆସୁଥିବା ଟ୍ରାକ୍ଟର ସହିତ ଧକ୍କା ହୋଇଥିଲା । ଫଳରେ ବାଇକରେ ଥିବା ତିନି … Read More

ବାରବାଟୀ ଟି-20 ମ୍ୟାଚ୍ ପାଇଁ ଲାଗୁ ହେଲା ଟ୍ରାଫିକ୍ କଟକଣା

ଭୁବନେଶ୍ବର: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୦୯.୧୨.୨୦୨୫ ରେ କଟକର ବାରବାଟୀ ଷ୍ଟାଡିୟମରେ ଟି-୨୦ କ୍ରିକେଟ ମ୍ୟାଚ୍ ଏବଂ ୦୮.୧୨.୨୦୨୫ ରେ ଖେଳାଳିମାନଙ୍କ ଅଭ୍ୟାସ ଅଧିବେଶନ ଖେଳାଯିବାର କାର୍ଯ୍ୟକ୍ରମ ରହିଛି । ଦଳଗତ ଗତିବିଧି ଏବଂ ମ୍ୟାଚ୍ ସମ୍ବନ୍ଧୀୟ କାର୍ଯ୍ୟକଳାପ ଯୋଗୁଁ … Read More