ସୁରଟରୁ ନନ୍ଦନକାନନକୁ ଆସିଲେ ନୂଆ ଅତିଥି

ଭୁବନେଶ୍ବର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦକାନନକୁ ନୂଆ ଅତିଥିଙ୍କୁ ଅଣାଯାଇଛି । ସୁରଟର ଶ୍ୟାମପ୍ରସାଦ ମୁଖାର୍ଜୀ ପ୍ରାଣୀ ଉଦ୍ୟାନରୁ ଆସିଲେ ଜୀବଜନ୍ତୁ । ଅଦଳବଦଳ ପ୍ରକ୍ରିୟାରେ ଆସିଲେ ୫ … Read More

ମହିଳା ହିଂସା ରୋକିବା ଦିଗରେ ସରକାର ଯତ୍ନବାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିର ରହିଲେ, ରାଜ୍ୟ ଶାନ୍ତିପ୍ରିୟ ହେଲେ ରାଜ୍ୟବାସୀ ସୁଖରେ ଜୀବନଯାପନ କରିବେ । ସାମଗ୍ରିକ ଭାବେ ଆଇନ୍ ଶୃଙ୍ଖଳା ନିୟନ୍ତ୍ରଣରେ ଥିବାରୁ ରାଜ୍ୟରେ ପୁଞ୍ଜିନିବେଶ ବଢ଼ୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ବ୍ୟକ୍ତିଗତ ଭାବେ ପୋଲିସ ପ୍ରଶାସନକୁ … Read More

ଗାନ୍ଧିଜୀଙ୍କୁ ନେଇ ବିଜେପି ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ: ଗାନ୍ଧିଜୀଙ୍କ ପ୍ରତମୂର୍ତ୍ତୀ ତଳେ ଧାରଣା ଦେଲେ ବିରୋଧୀ

ଭୁବନେଶ୍ୱର : ଗାନ୍ଧିଜୀଙ୍କ ଉପରେ ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ବିଧାନସଭାରେ ଝଡ଼ ।  ଗୃହରେ ପ୍ରଥମେ ହଙ୍ଗାମା, ପରେ ବିଧାନସଭା ପରିସରରେ ଥିବା ଗାନ୍ଧିଜୀଙ୍କ ପ୍ରତମୂର୍ତ୍ତୀ ତଳେ ଧାରଣା ।  ମୌନ ଧାରଣ ଦେଇଥିଲେ ବିଜେଡି ଓ … Read More

ଭାରତରେ ରୁଷ ରାଷ୍ଟ୍ରପତି ପୁଟିନ, ଆଲିଙ୍ଗନ କରି ସ୍ବାଗତ କଲେ ମୋଦି

ନୂଆଦିଲ୍ଲୀ : ଭାରତରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଦିଲ୍ଲୀର ପାଲମ ବିମାନବନ୍ଦରରେ ଓହ୍ଲାଇଛନ୍ତି ରୁଷ ରାଷ୍ଟ୍ରପିତ ଭ୍ଲାଦିମିର ପୁଟିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୋଟୋକଲ ଭାଙ୍ଗି ପୁଟିନଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି । ପୁଟିନଙ୍କୁ ସ୍ୱାଗତ କରିବା … Read More

ଲେଡି ସାଇକୋ କିଲର୍ ଗିରଫ, ନିଜ ପୁଅ ସେମତ ନେଇଥଲା ବହୁ ଶିଶୁଙ୍କ ଜୀବନ

ହରିୟାଣା : ସୁନ୍ଦର ଦିଶିବାକୁ ନେଇ ନିଜ ଭାଣେଜି ଓ ପୁଅକୁ ହତ୍ୟା କରିବା ଘଟଣା ଏବେ ଚାରିଆଡେ ଚାଞ୍ଚଲ୍ୟ ଖେଳାଇଦେଇଛି । ହରିୟାଣାର ପାନିପତ ଜିଲ୍ଲା ନୌଲ୍ଥା ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି । ନିଜେ ସବୁଠୁ ସୁନ୍ଦରୀ ଦେଖାଯିବା … Read More

ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୌଶଲଙ୍କ ବିୟୋଗ

ନୂଆଦିଲ୍ଲୀ: ପୂର୍ବତନ ବିଦେଶ ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ସ୍ୱାମୀ ତଥା ବିଜେପି ସାଂସଦ ବାଂସୁରୀ ସ୍ୱରାଜଙ୍କ ବାପା ସ୍ୱରାଜ କୌଶଲଙ୍କ ପରଲୋକ । ତାଙ୍କ ବିୟୋଗ ନେଇ ଦିଲ୍ଲୀ ଭାରତୀୟ ଜନତା ପାର୍ଟି ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛି । ସେ … Read More

ବିମାନ ସେବା ପ୍ରଭାବିତ, ଦିଲ୍ଲୀରୁ ମୁମ୍ବାଇ ଯାତ୍ରା ପାଇଁ ଦେବାକୁ ପଡ଼ୁଛି ଡବଲ୍ ଭଡ଼ା

ନୂଆଦିଲ୍ଲୀ : ସମଗ୍ର ଦେଶରେ ଇଣ୍ଡିଗୋ ବିମାନ ବର୍ତ୍ତମାନ ସଙ୍କଟ ଦେଇ ଗତି କରୁଛି । ବିମାନ ଉଡାଣ ଗୁରୁତର ଭାବରେ ପ୍ରଭାବିତ ହୋଇଛି । ଦୁଇ ଦିନରେ ୩୦୦ ରୁ ଅଧିକ ବିମାନ ବାତିଲ ହୋଇସାରିଲାଣି । ଆଉ ଏଥିପାଇଁ ଦିଲ୍ଲୀରୁ … Read More

ପୁଟିନଙ୍କ ଭାରତ ଗସ୍ତ ନେଇ ଦିଲ୍ଲୀରେ ହୋଟେଲ ଦାମ୍ ଆକାଶଛୁଆଁ

ନୂଆଦିଲ୍ଲୀ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ ଗସ୍ତ କରୁଛନ୍ତି| ଏଥିପାଇଁ ନୂଆଦିଲ୍ଲୀରେ ବ୍ୟାପକ କଡ଼ା ସୁରକ୍ଷା କରାଯାଇଛି । ପୁଟିନ ଭାରତ ଯାତ୍ରା ନେଇ ଦିଲ୍ଲୀରେ ହସପିଟାଲିଟି ଇଣ୍ଡଷ୍ଟ୍ରୀର ଭାଉ ବଢିଯାଇଛି । ରାଜଧାନୀର ସମସ୍ତ … Read More

ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିରେ ୧୨ ମାଓବାଦୀ, ୩ ଯବାନ ସହିଦ

ଛତିଶଗଡ଼ : ପୁଣି ଲାଲବାହିନୀକୁ ଶକ୍ତ ଧକ୍କା । ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିରେ ୧୨ ମାଓବାଦୀ । ନକ୍ସଲଙ୍କ ପାଲଟା ଗୁଳିରେ ୩ ଡିଆରଜି ଯବାନ ସହିଦ । ଦାନ୍ତେୱାଡା ଓ ବିଜାପୁର ସୀମାନ୍ତ ଭୈରମଗଡ଼ ଅଞ୍ଚଳର କେଶକତୁଲ ଜଙ୍ଗଲରେ ଏନକାଉଣ୍ଟର … Read More

ଆମରୋହାର ନ୍ୟାସନାଲ ହାଇୱେ ୯ରେ ଦୁର୍ଘଟଣା, ୪ ଡ଼ାକ୍ତର ମୃତ

ଉତ୍ତରପ୍ରଦେଶ : ଗତକାଲି ବିଳମ୍ବିତ ରାତିରେ  ଉତ୍ତରପ୍ରଦେଶ ଆମରୋହାର ନ୍ୟାସନାଲ ହାଇୱେ ୯ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ଘଟିଛି । ଦ୍ରୁତ ଗତିରେ ଆସୁଥିବା କାରଟି DCM ରେ ଧକ୍କା ହେବା ଫଳରେ … Read More