କର୍ମଚାରୀ ଅଭାବ, ୨୦୦ ରୁ ଅଧିକ ଇଣ୍ଡିଗୋ ବିମାନ ଚଳାଚଳ ରଦ୍ଦ

ନୂଆଦିଲ୍ଲୀ : ଇଣ୍ଡିଗୋରେ କର୍ମଚାରୀ ଅଭାବ। ଫେଲ୍ ମାରିଲା ପଞ୍ଚୁଆଲିଟି ସର୍ଭିସ୍ । କ୍ରିୟୁ ସଦସ୍ୟଙ୍କ ଅଭାବ ଯୋଗୁ ଦିଲ୍ଲୀ, ମୁମ୍ବାଇ, ହାଇଦ୍ରାବାଦ, ବେଙ୍ଗାଳୁରୁ ଭଳି ବଡ଼ ବଡ଼ ବିମାନ ବନ୍ଦରରେ ୨୦୦ ରୁ ଅଧିକ ବିମାନ ଚଳାଚଳ ରଦ୍ଦ ହୋଇଛି । … Read More

ଜଳିଗଲା ଓଏସଆରଟିସି ବସ

ବଲଣ୍ଡା: ବରଗଡ଼ ଜିଲା ବଲଣ୍ଡା ଛକରେ ଜଳିଗଲା ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ବସ। ବସରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ରହିଥିବା ଜଣାପଡ଼ିଛି। ସୂଚନା ଅନୁସାରେ ବସଟି ବରଗଡ଼ରୁ ପଦ୍ମପୁର ଯାଉଥିଲା। ବସରେ ୨୫ରୁ ଅଧିକ ଯାତ୍ରୀ ଥିଲେ। … Read More

ଭାଇବୋହୂକୁ ହାଣିଲା ଦେଢ଼ଶୂର

ଘଟଗାଁ : ଭାଇବୋହୂକୁ ହାଣି ହତ୍ୟା କରିଛି ଦେଢ଼ଶୂର। କେନ୍ଦୁଝର ଜିଲା ଘଟଗାଁ ଅନ୍ତର୍ଗତ  ବାଇଗଣପାଳ ଗାଁରେ ଘଟିଛି ଏଭଳି ହତ୍ୟାକାଣ୍ଡ। ହତ୍ୟାର ଶିକାର ହୋଇଛନ୍ତି ହୃଷୀକେଶ ମହାକୁଡ଼ଙ୍କ ସ୍ତ୍ରୀ ନିରୂପମା ମହାକୁଡ଼। ସୂଚନା ଅନୁସାରେ ପାରିବାରିକ ବିବାଦକୁ ନେଇ ନିରୂପମାଙ୍କୁ … Read More

ମାରଣାସ୍ତ୍ର ସହ ୧୪ ଡକାୟତ ଗିରଫ, ୬ ଲକ୍ଷ ଟଙ୍କା ଜବତ

ଯାଜପୁର: ପୁଲିସ କବଜାରେ ଧରାପଡ଼ିଛି ଏକ ୧୪ ଜଣିଆ ଡକାୟତ ଗ୍ୟାଙ୍ଗ। ବିଭିନ୍ନ ଅଞ୍ଚଳରେ ଅପରାଧ ଘଟାଉଥିବା ଏଭଳି ଏକ ଗ୍ୟାଙ୍ଗକୁ ଧରିଛି ଯାଜପୁର ପୁଲିସ। ପୁଲିସ ୧୪ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ସେମାନଙ୍କ ନିକଟରୁ ବିଭିନ୍ନ ପ୍ରକାର ମାରଣାସ୍ତ୍ର … Read More

ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ

ଭୁବନେଶ୍ଵର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। କ୍ୟାମ୍ପସ୍‌ରେ ଛାତ୍ରୀଙ୍କ ହଙ୍ଗାମାକୁ ନେଇ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯିବାର ଅଭିଯୋଗ ପରେ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍ … Read More

ବରଗଡ ଧନୁଯାତ୍ରା ପାଇଁ ୧ କୋଟିର ଅନୁଦାନ

ବରଗଡ଼: ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ । ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି … Read More

ଉପାନ୍ତ ଅଞ୍ଚଳରେ ଚିକିତ୍ସା ଯୋଗାଇଲେ ମେଡିକାଲ୍‌ ଟିମ୍

ମାଲକାନଗିରି : ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା ଯୋଜନା’ ରେ ଉପାନ୍ତ ଅଞ୍ଚଳବାସୀଙ୍କ ପାଇଁ ବିଶେଷଜ୍ଞ ଚିକିତ୍ସା ସେବା ସୁନିଶ୍ଚିତ ହେଉଛି। ମାଲକାନଗିରି ଜିଲ୍ଲାବାସୀଙ୍କୁ ଉଚ୍ଚମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟ ସେବା ଯୋଜନା’ ରେ ଗତକାଲି ଶ୍ରୀ ରାମ … Read More

ଦନ୍ତା ଆକ୍ରମଣରେ ଦୁଇ ମୃତ

ଦେବଗଡ : ଦେବଗଡ ବନଖଣ୍ଡ ରିଆମାଳ ଓ ଛେଣ୍ଡିପଦା ବନାଞ୍ଚଳ ଜୁରାଡଙ୍ଗା ଗାଁରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ଗୋଠ ଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ କୁଞ୍ଜ ଦେହୁରୀ (୬୨) ଏବଂ ରଜନୀ ବେହେରା (୪୫) … Read More

ଏଏସଆଇଙ୍କୁ ଚାପୁଡ଼ା ମାରିଲେ ଆଇଆଇସି: ଦୁହିଁଙ୍କୁ ବଦଳି କଲେ ଏସପି

ଯାଜପୁର ଟାଉନ :  ଏଏସଆଇଙ୍କୁ ଥାନା ଅଧିକାରୀ ଚାପୁଡ଼ା ମାରିବା ଅଭିଯୋଗ ।  ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନେଲେ ଯାଜପୁର ଏସପି ।  ଯାଜପୁର ଅଳକୁଣ୍ଡ ଥାନାରେ ଏଏସଆଇଙ୍କୁ ଥାନା ଅଧିକାରୀ ଚାପୁଡ଼ା ମାରିବା ନେଇ SDPOଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି … Read More

ମହାନଦୀ ଜଳ ବିବାଦ: ଆସନ୍ତାକାଲି ଯୁଗ୍ମ ବୈଷୟିକ କମିଟି ବୈଠକ

ଭୁବନେଶ୍ବର: ଛତିଶଗଡ ସହ ମହାନଦୀ ଜଳ ବିବାଦ ମାମଲା । ଶୁକ୍ରବାର ଅର୍ଥାତ୍ ଆସନ୍ତାକାଲି ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ । ଉଭୟ ରାଜ୍ୟ ଜଏଣ୍ଟ ଟେକ୍ନିକାଲ ଟିମ୍ ମଧ୍ୟରେ ବୈଠକ ବସିବ । ୨୦ ତାରିଖରେ ରହିଛି ଟ୍ରିବ୍ୟୁନାଲ୍ ଶୁଣାଣି । … Read More