ଭିଜିଲାନ୍ସ ପଞ୍ଝାରେ ରାଉରକେଲା ଅବକାରୀ ଅଧୀକ୍ଷକ, ଗାଡ଼ିରୁ ୫ ଲକ୍ଷ ଟଙ୍କା ଜବତ
ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର ଲାଞ୍ଚ ଅର୍ଥ ସଂଗ୍ରହ କରିଥିବା ନେଇ … Read More
