ଧର୍ମେନ୍ଦ୍ରଙ୍କ ବିରୋଧରେ ପିଟିସନ୍ ଖାରଜ କଲେ ହାଇକୋର୍ଟ
କଟକ : ସମ୍ବଲପୁର ଲୋକସଭା ନିର୍ବାଚନକୁ ଚାଲେଞ୍ଜ କରି ଦାଖଲ ହୋଇଥିବା ନିର୍ବାଚନ ପିଟିସନ୍କୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ଆବେଦନରେ ଗୁରୁତର ତ୍ରୁଟି ଓ ଅଭିଯୋଗର ସତ୍ୟତା ପ୍ରମାଣିତ କରିବାରେ ଆବେଦନକାରୀ ବିଫଳ ହେବାରୁ କୋର୍ଟ ଆବେଦନକୁ ଖାରଜ କରାଯାଇଛି। … Read More
