RTO ଅଫିସ ଆଗରେ ଦଲାଲଗିରି, ୯ ଗିରଫ

ଭୁବନେଶ୍ବର: ମହଙ୍ଗା ପଡିଲା RTO ଅଫିସ ସାମ୍ନାରେ ଦଲାଲ ଗିରି । ୯ଜଣ ଦଲାଲଙ୍କୁ ବାନ୍ଧିବା କମିସନରେଟ ପୋଲିସ । ଆରଟିଓ ଭୁବନେଶ୍ୱର ୧ ଆଗରେ ଦଲାଲରାଜ କରୁଥିବା 9ଜଣ ଦଲାଲଙ୍କୁ ଗିରଫ କରିଛି ପୋଲିସ । ୯ଟି ଲାପଟପ୍ ସହ ୨ଟି … Read More

ଯୁବତୀଙ୍କୁ ପ୍ରେମ ପ୍ରତାରଣା: ଏୟାର ଫୋର୍ସ ଯବାନ ଗିରଫ

ଭୁବନେଶ୍ବର: ମହଙ୍ଗା ପଡିଲା ଯୁବତୀଙ୍କୁ ପ୍ରେମ ପ୍ରତାରଣା । ବନ୍ଧା ହେଲେ ଏୟାର ଫୋର୍ସର ଯବାନ । ଗୋଲକ ବିହାରୀ ଦିକ୍ଷିତଙ୍କୁ ଭୁବନେଶ୍ବର ମାର୍କେଟ ବିଲ୍ଡିଂରୁ ଗିରଫ କଲା ବଡଗଡ ଥାନା ପୋଲିସ । ଗିରଫ ଯବାନଙ୍କ ଘର ନୟାଗଡ଼ା ଇଟାମାଟି ଅଞ୍ଚଳରେ … Read More

ଆନ୍ଧ୍ର-ଓଡ଼ିଶା ସୀମାରେ ସର୍ଚ୍ଚ ଅପରେସନ, ବନ୍ଧା ହେଲେ ୫୦ ମାଓବାଦୀ

ଭୁବନେଶ୍ବର: ୫୦ ମାଓବାଦୀ ଗିରଫ । ଆନ୍ଧ୍ର-ଓଡ଼ିଶା ସୀମାରେ ବଡ଼ ଧରଣର ସର୍ଚ୍ଚ ଅପରେସନ। ୫୦ ସିପିଆଇ ମାଓବାଦୀଙ୍କୁ ଗିରଫ କଲେ ସୁରକ୍ଷାକର୍ମୀ । କ୍ରିଷ୍ଣା, ଏଲୁରୁ, ଏନଟିଆର ବିଜୟୱାଡା, କାକିନାଡ଼ା କୋଣାସୀମାରୁ ଗିରଫ । ସବୁ ମାଓବାଦୀ ଦକ୍ଷିଣ ବସ୍ତର ଓ … Read More

ସୀମାନ୍ତ ଆନ୍ଧ୍ର ଜଙ୍ଗଲରେ ଏନକାଉଣ୍ଟର, ୭ ମାଓବାଦୀ ମୃତ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ର ମାରେଡମଲ୍ଲୀ ଜଙ୍ଗଲରେ ଏନକାଉଣ୍ଟର । ୭ ମାଓବାଦୀ ନିହତ ହୋଇଛନ୍ତି । ମୃତ ମାଓବାଦୀଙ୍କ ମଧ୍ୟରେ ୪ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି । ଏନକାଉଣ୍ଟରରେ ଟପ ମାଓବାଦୀ ଶଙ୍କର ନିହତ … Read More

ଚିପ୍ସ ପ୍ୟାକେଟରେ ଥିବା ଖେଳନା ଗିଳି ଶିଶୁ ମୃତ

ବାଲିଗୁଡ଼ା: ଏମିତି ବି ଆସେ ମୃତ୍ୟୁ। ବାଲିଗୁଡା ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ପଞ୍ଚାୟତ ଶିକରମାହା ଗାଁରେ ଅଭାବନୀୟ ଘଟଣା ଘଟିଛି। ଚିପ୍ସ ପ୍ୟାକେଟ ଭିତରେ ଥିବା ପ୍ଲାଷ୍ଟିକ ଖେଳନା ଗିଳି ଜଣେ ୪ ବର୍ଷ ଶିଶୁର ମୃତ୍ୟୁ ଘଟିଛି। ମୃତକ ମୁସୁମାହା … Read More

ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି

ପୁରୀ : ଶ୍ରୀମନ୍ଦିରରେ ଆଜିଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି । ଏହି ତିନି ଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହ ଶ୍ରାଦ୍ଧ ନୀତି ଅନୁଷ୍ଠିତ ହୋଇଥାଏ । ଚତୁର୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି … Read More

ନକଲି ଘିଅ କାରଖାନାରେ ଚଢଉ

କଟକ : ପୁଣି ନକଲି କାରଖାନା । ଲୋଗୋ ଅସଲି , ଜିନିଷ ନକଲି । କଟକ ସଦର ଥାନା ବାଲିକୁଦାରେ ନକଲି ଘିଅ କାରଖାନା ଠାବ ହୋଇଛି । ନକଲି କାରଖାନା ଚାଲୁଥିବା ଖବର ପାଇ କଟକ CMC ପକ୍ଷରୁ ଚଢଉ … Read More

ରିପୋର୍ଟିଂ ବେଳେ ଘରୋଇ ଟିଭି ଚ୍ୟାନେଲ ସାବଧାନତା ଅବଲମ୍ବନ କରନ୍ତୁ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ

ଭୁବନେଶ୍ୱର : ଘରୋଇ ଟିଭି ଚ୍ୟାନେଲଗୁଡିକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ପରାମର୍ଶ। ସମ୍ବେଦନଶୀଳ ଘଟଣାଗୁଡିକ ଉପରେ ରିପୋର୍ଟିଂ ବେଳେ ସାବଧାନତା ଅବଲମ୍ବନ ପାଇଁ ପରାମର୍ଶ ଦିଆଯାଇଛି । ଲାଲ୍ କିଲ୍ଲା ବିସ୍ଫୋରଣ ଭଳି ପ୍ରସାରଣ ବେଳେ ହିଂସାକୁ ଯଥାର୍ଥ ବୋଲି … Read More

୧୯ରେ ଭାରତ ଅଣାଯିବ ଗ୍ୟାଙ୍ଗଷ୍ଟର ଅନମୋଲ ବିଷ୍ଣୋଇ

ନୂଆଦିଲ୍ଲୀ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ଏବଂ ଏନସିପି ନେତା ବାବା ସିଦ୍ଦିକିଙ୍କ ହତ୍ୟାର ମୁଖ୍ୟ ଅଭିଯୁକ୍ତ ବୋଲି ବିବେଚିତ କୁଖ୍ୟାତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇର ଭାଇ ଅନମୋଲ ବିଷ୍ଣୋଇକୁ ବୁଧବାର (୧୯ ନଭେମ୍ବର, ୨୦୨୫) ଭାରତ ଅଣାଯିବ। ଦିଲ୍ଲୀ ପୁଲିସର … Read More

ଡାକ୍ତରଙ୍କ ପ୍ରେସକ୍ରିପସନ ବିନା ଫାର୍ମାସିରେ ଉପଲବ୍ଧ ହେବନି କଫ ସିରପ

ନୂଆଦିଲ୍ଲୀ:ମଧ୍ୟପ୍ରଦେଶରେ କଫ ସିରପ ଯୋଗୁ ଅନେକ ପିଲାଙ୍କ ମୃତ୍ୟୁର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଥିଲା। ଏପରି ଘଟଣାକୁ ରୋକିବା ପାଇଁ, ସରକାର କହିଛନ୍ତି ଯେ, ଖୁବ୍ ଶୀଘ୍ର ଏକ ନୂତନ ନିୟମ ପ୍ରଣୟନ କରିବେ। ଯଦି ଏହା କାର୍ଯ୍ୟକାରୀ ହୁଏ, … Read More