ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି: ଯାତ୍ରା ମାର୍ଗଦର୍ଶିକା ଜାରି କଲା ଦିଲ୍ଲୀ ପୁଲିସ
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ପରେ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଟ୍ରେନ ଏବଂ ବିମାନ ଯାତ୍ରୀଙ୍କ ଲାଗି ପୁଲିସ ପକ୍ଷରୁ ଯାତ୍ରା ମାର୍ଗଦର୍ଶିକା ଜାରି କରାଯାଇଛି। ଯାତ୍ରୀମାନଙ୍କୁ ସମୟ ପୂର୍ବରୁ ରେଳ ଷ୍ଟେସନ, ମେଟ୍ରୋ ଷ୍ଟେସନ ଏବଂ … Read More
