ବସକୁ ପଛପଟୁ ଧକ୍କା ଦେଲା ହାଇୱା, ୧୫ ଯାତ୍ରୀ ଆହତ
କେନ୍ଦୁଝର : ଓଲଟିଲା ଯାତ୍ରୀବାହୀ ବସ । ୧୫ ଯାତ୍ରୀ ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ମସିଣାବିଲା ଛକରେ ଏକ ଯାତ୍ରୀବାହୀ ବସକୁ ପଛପଟୁ ଧକ୍କା ଦେଲା ଦ୍ରୁତଗାମୀ ହାଇୱା । ଦୁର୍ଘଟଣାରେ … Read More
