ରାସ୍ତାକଡ଼ରେ ଠିଆ ହୋଇଥିବା ଲୋକଙ୍କୁ ଦଳି ଦେଲା ସ୍କର୍ପିଓ, ୪ ମୃତ
ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରିୱା ଜିଲ୍ଲାର ଗଢ ଥାନା ସ୍ଥିତ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣା ଯୋଗୁଁ ଏକ ସ୍କର୍ପିଓ କାର୍ ରାସ୍ତାକଡ଼ରେ ଛିଡା ହୋଇଥିବା ଅନେକ ଲୋକଙ୍କୁ ଧକ୍କା ଦେବା ପରେ ବିଜୁଳି ଖୁଣ୍ଟରେ ଧକ୍କା ହୋଇଥିଲା । … Read More
