୪ ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ବାରାଣସୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଉତ୍ତର ପ୍ରଦେଶସ୍ଥିତ ନିଜର ନିର୍ବାଚନମଣ୍ଡଳୀ ବାରାଣସୀ ଗସ୍ତରେ ଯାଇଥିବାବେଳେ ୪ଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଏହି ଚାରିଟି ବନ୍ଦେ ଭାରତ ଟ୍ରେନ ବାରାଣସୀ-ଖଜୁରାହୋ, ଲକ୍ଷ୍ନୌ-ସାହାରନପୁର, ଫିରୋଜପୁର-ଦିଲ୍ଲୀ ଏବଂ … Read More

ଆଇଏସଆଇଏସର ମଡ୍ୟୁଲର ତିନି ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ: ଗୁଜରାଟରୁ ଆଇଏସଆଇଏସର ମଡ୍ୟୁଲର ତିନି ଆତଙ୍କବାଦୀ ଗିରଫ। ଗୁଜରାଟ ଏଟିଏସ ଓ କେନ୍ଦ୍ରୀୟ ଏଜେନସୀର ମିଳିତ ଅଭିଯାନରେ ତିନି ଜଣଙ୍କୁ ଗିରଉ କରାଯାଇଛି । ଏହି ତିନି ଆତଙ୍କବାଦୀ ଇସଲାମିକ ଷ୍ଟେଟ ଅଫ ଖୋରାସାନ ପ୍ରୋଭିଏନସର ଆତଙ୍କବାଦୀଙ୍କ ସଂପର୍କରେ ଥିବା ସୂଚନା … Read More

ଜାପାନରେ ଭୂମିକମ୍ପ ଝଟକା, ତୀବ୍ରତା ୬.୮

ଜାପାନ : ଭାରତର ଆଣ୍ଡାମାନ ନିକୋବର ପରେ ଜାପାନରେ ଶକ୍ତିଶାଳୀ ଭୂକମ୍ପର ଝଟକା । ୬.୮ର ତୀବ୍ରତାରେ ଥରିଉଠିଲା ସାନରିକୁ ଅଞ୍ଚଳ । ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯାଇଛି । ଇୱାଟେ ପ୍ରଦେଶ ପାଇଁ ସୁନାମୀ ଆଲର୍ଟ ଜାରି କରିଛି … Read More

ରୁଷିଆରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ମୃତ, ୨ ଆହତ

ରୁଷିଆ : ରୁଷିଆର ଦାଗେସ୍ତାନରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାରେ ୫ ଜଣଙ୍କ ଜୀବନ ଚାଲିଯାଇଛି । ଏହି ଘଟଣା ଅଚି ସୁ ଗାଁ ନିକଟ କାସ୍ପିଆନ ସାଗରରେ ହୋଇଛି । ହେଲିକପ୍ଟର ଅନିୟନ୍ତ୍ରିତ ହୋଇ ତଳେ ମାଡ଼ ହୋଇ … Read More

ସମଲିଙ୍ଗୀ ସମ୍ପର୍କ ପାଇଁ ପୁଅର ଜୀବନ ନେଲା ମା

ଚେନ୍ନାଇ: ସମଲିଙ୍ଗୀ ସମ୍ପର୍କ ପାଇଁ ଉଜୁଡ଼ିଲା ସଂସାର । ସମ୍ପର୍କରେ କଣ୍ଟା ସାଜୁଥିଲା ପୁଅ । ୫ ମାସର ପୁଅକୁ ରାସ୍ତାରୁ ହଟାଇଲା ମା’ । ମହିଳା ସାଥୀ ପାଇଁ ମା’ ଭୁଲିଗଲା ମମତା । ସ୍ବାମୀ ସୁରେଶ କାମକୁ ଗଲା … Read More

ତେଜ ପ୍ରତାପଙ୍କୁ Y+ କ୍ୟାଟେଗୋରୀ ସୁରକ୍ଷା ଦେଲା ଗୃହ ମନ୍ତ୍ରଣାଳୟ

ବିହାର : ଲାଲୁପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା ଜନଶକ୍ତି ଜନତା ଦଳର ପ୍ରମୁଖ ତେଜ ପ୍ରତାପ ଯାଦବଙ୍କୁ କେନ୍ଦ୍ର ସରକାର ୱାଇ ପ୍ଲସ କ୍ୟାଟେଗୋରୀ ସୁରକ୍ଷା ଦେଇଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଆଦେଶ ପରେ ସିଆରପିଏଫ ଜେତ ପ୍ରତାପ ଯାଦବଙ୍କ … Read More

ବିଷ ବଳୟରେ ଛଟପଟ ଦିଲ୍ଲୀବାସୀ

ନୂଆଦିଲ୍ଲୀ : ବିଷବଳୟ ପାଲଟିଛି ଦିଲ୍ଲୀ । ପୁଣିଥରେ ବିଷାକ୍ତ ବାୟୁ ବଳୟରେ ଛଟପଟ ହେଉଛନ୍ତି ଦିଲ୍ଲୀବାସୀ । ବାୟୁର ମାନ ଶନିବାର ସାଂଘାତିକ ରୂପ ନେବା ପରେ ଅଧିକ କଟକଣା ପାଇଁ ସରକାର ପ୍ରସ୍ତୁତ ହେଉଛନ୍ତି । ସହରର ବିଭିନ୍ନ ସ୍ଥାନରେ … Read More

୧୩ରେ ବାଲେଶ୍ଵର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ଵର : ଆସନ୍ତା ୧୩ ତାରିଖରେ ବାଲେଶ୍ଵର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ଏକତା ଦୌଡରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ … Read More

ସଡ଼କ ଦୁର୍ଘଟଣାରେ ୨ ମୃତ

ପୋଲସରା :ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଖଜାପଲ୍ଲୀ ଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବାଟୋଇକୁ ଧକ୍କା ଦେଲା ବାଇକ, ଦୁଇ ମୃତ । ମୃତକ ମିଟୁ ପରିଡା ଓ କାଶୀନାଥ ସେଠୀ ବୋଲି ଜଣାପଡିଛି । ରାଣୀପଡାର ମିଟୁ ପରିଡା ମଞ୍ଚ … Read More

ସରିଲା ପ୍ରଚାର, ଦିନକ ପରେ ନୂଆପଡ଼ାବାସୀ ବାଛିବେ ନିଜ ନୂଆ ବିଧାୟକ

ନୂଆପଡ଼ା : ସରିଲା ନୂଆପଡ଼ା ଉପନିର୍ବାଚନର ପ୍ରଚାର। ଦିନକ ପରେ ଭୋଟ୍ ଦେବେ ନୂଆପଡ଼ାବାସୀ । ବାଛିବେ ନିଜର ନୂଆ ବିଧାୟକ । ଏହି ଉପନିର୍ବାଚନରେ ତିନି ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଘମାଘୋଟ ପ୍ରଚାର ହୋଇଥିଲା । ଗୋଟିଏ ଉପନିର୍ବାଚନରେ ଏପରି … Read More