ବିଶ୍ବ ବିଜେତା ମହିଳା ଟିମକୁ ଟାଟାର ଉପହାର: ପ୍ରତି ଖେଳାଳିଙ୍କୁ ମିଳିବ ୨୫ ଲକ୍ଷର କାର୍

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ ଟିମ୍ ପ୍ରଥମ ଥର ପାଇଁ ମହିଳା ବିଶ୍ୱକପ୍ କ୍ରିକେଟର ଚାମ୍ପିଅନ ମୁକୁଟ ପିନ୍ଧିଛି । ଏହା ମୁମ୍ବାଇର ଡିୱାଇ ପାଟିଲ ଷ୍ଟାଡିୟମରେ ସାଉଥ ଆଫ୍ରିକାକୁ ହରାଇ ମହିଳା ଟିମ୍ ଦିନିକିଆ ବିଶ୍ବକପ ନିଜ ନାମରେ କରିଛି । … Read More

ଫିଲିପାଇନ୍ସରେ ଟାଇଫୁନ୍ କଲମାଏଗି ନେଲା ୨୪୧ ଜୀବନ, ଏମରଜେନ୍ସୀ ଘୋଷଣା କଲେ ରାଷ୍ଟ୍ରପତି

ଫିଲିପାଇନ୍ସ : ଫିଲିପାଇନ୍ସରେ ଟାଇଫୁନ୍ କଲମାଏଗିର ତାଣ୍ଡବ । ଏହି ଭୀଷଣ ବାତ୍ୟା ଫିଲିପାଇନ୍ସକୁ ଛାରଖାର କରିଦେଇଛି । ପ୍ରାୟ ୨୪୧ ଜଣ ପ୍ରାଣ ଚାଲିଯାଇଥିବା ବେଳେ ଅନେକ ନିଖୋଜ ରହିଛି । ସେଠିକାର ପରିସ୍ଥିତି ଦେଖି ଫିଲିପିନ୍ସର ରାଷ୍ଟ୍ରପତି ଦେଶରେ ଆପତ୍ତକାଳୀନ … Read More

ଲାଞ୍ଚ ନେଇ ଧରାପଡ଼ିଲେ କେନ୍ଦୁଝର ଡିଏସଏସଓ

କେନ୍ଦୁଝର: ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ଵାରା ଗିରଫ ହୋଇଛନ୍ତି କେନ୍ଦୁଝର ଡିଏସଏସଓ(ଜିଲା ସାମାଜିକ ନିରାପତ୍ତା ଅଧିକାରୀ) ବିପ୍ଳବ କେଶରୀ ସାମନ୍ତରାୟ। ବିପ୍ଳବ ଏକ ଏନଜିଓଠାରୁ ଏହି ଲାଞ୍ଚ ଅର୍ଥ ନେଉଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ସୂଚନା … Read More

ବେଆଇନ କ୍ଲିନିକ୍ ଉପରେ ଚଢାଉ, ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ରାୟଗଡ଼ା: ରାୟଗଡା ଜିଲ୍ଲା ଗୁଣପୁର ସହରରେ ବେଆଇନ ଭାବରେ ଚାଲିଥିବ ଏକାଧିକ କ୍ଲିନିକ୍ ଉପରେ ଆଜି ଚଢାଉ ହୋଇଛି । ଗୁଣପୁର ଉପଜିଲ୍ଲାପାଳ ଅଭିଷେକ ଦିଲୀପ ଦୁଧାଲ ଏହି ଚଢାଉ କରି ଉକ୍ତ ଦୋକାନ ଗୁଡିକରେ କୌଣସି କାଗଜ ପତ୍ର ନଥାଇ … Read More

ସୀମା ବିବାଦକୁ ନେଇ ଉତ୍ତେଜନା; ଓସ୍ତପୁର-କୋଟପଲ୍ଲା ଗାଁରେ ପୁଣି ଲାଗିଲା ୧୬୩ ଧାରା

ଖୋର୍ଦ୍ଧା: ସୀମା ବିବାଦକୁ ନେଇ ଉତ୍ତେଜନା। ପୁଣି ଲାଗିଲା ୧୬୩ ଧାରା। ବାଘମାରୀ ଥାନାର ଓସ୍ତପୁର-କୋଟପଲ୍ଲା ଗାଁରେ ୧୬୩ ଧାରା ଲାଗୁ। ଗତକାଲି ସୀମା ବିବାଦକୁ ନେଇ ପୋଡାଜଳା ପରସ୍ଥିତି ସୃଷ୍ଟି ହୋଇଥିଲା। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ପୋଲିସ … Read More

‘ଗ୍ରୀନ୍‌ ଇଣ୍ଡିଆ’ ଚିଟଫଣ୍ଡ କମ୍ପାନୀ ପରିଚାଳନା ନିର୍ଦ୍ଦେଶକଙ୍କ ଘରେ ଇଡି ରେଡ୍

ବ୍ରହ୍ମପୁର: ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ କମ୍ପାନୀ ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ ସିଂଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢାଉ ହୋଇଛି । ଆଜି ଇଡିର ୬ ଜଣିଆ ଦଳ ବ୍ରହ୍ମପୁର ଆଯୋଧ୍ୟାନଗର ୨ୟ ଲାଇନ୍ ସ୍ଥିତ ପ୍ରଦୀପଙ୍କ ବାସ ଭବନରେ ପହଞ୍ଚି … Read More

ନୂଆପଡା ପାଇଁ କଂଗ୍ରେସ ପ୍ରକାଶ କଲା ନିର୍ବାଚନୀ ଇସ୍ତାହାର

ନୂଆପଡା: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ପ୍ରଥମ ଥର ଉପନିର୍ବାଚନରେ କଂଗ୍ରେସ ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି । ଦଳର ସମସ୍ତ ବରିଷ୍ଠ ନେତା, ସାଂସଦ, ବିଧାୟକ, ସଭାପତି, ପୂର୍ବତନ ସଭାପତିଙ୍କ ଉପସ୍ଥିତିରେ … Read More

ନୂଆପଡ଼ାରେ ଜୟଙ୍କ ପାଇଁ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ପ୍ରଚାର କରିଛନ୍ତି। ମୁଖ୍ୟମନ୍ତ୍ରୀ କୋମନାରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ଅବସରରେ ସେ ଏକ ରୋଡ୍‌‌ ସୋ’ କରିଛନ୍ତି। ରୋଡ୍‌ … Read More

ରାସ୍ତା କଡ଼ରୁ ଓଏପିଏଫ୍ ଯବାନଙ୍କ ମୃତଦେହ ଉଦ୍ଧାର

ରାୟଗଡ଼ା: ଓଡ଼ିଶା ସହାୟକ ଆରକ୍ଷୀ ବାହିନୀ (ଓଏପିଏଫ୍‌)ର ଜଣେ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗୌରୀ ପ୍ରସାଦ ତାଡିଙ୍ଗି। ତାଙ୍କ ମୃତଦେହ ରାୟଗଡ଼ା ବ୍ଲକ ପିତାମହଲ ଓ ଜମାଦେଇପେଣ୍ଠ ରାସ୍ତା କଡ଼ରେ ଏକ କପା ବାଡ଼ ମଧ୍ୟରେ … Read More

ରେଭେନ୍ସା ବିଶ୍ଵବିଦ୍ୟାଳୟରେ ନାହିଁ କ୍ଲାସରୁମ୍ ! କୁଳପତିଙ୍କ ଅଫିସ ଆଗରେ ବସି ପଢିଲେ ଛାତ୍ରଛାତ୍ରୀ

କଟକ : କୁଳପତିଙ୍କ କାର୍ଯ୍ୟାଳୟ ଆଗରେ ବସି ପାଠ ପଢିଲେ ଛାତ୍ରଛାତ୍ରୀ ।  କଟକ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଦେଖିବାକୁ ମିଳିଛି ଏପରି ଘଟଣା  ।  ଶ୍ରେଣୀଗୃହର ଛାତ ସିଲିଂ ଭାଙ୍ଗିଯାଇଛି ।  ୨୦ ଦିନ ହେବ ଏନେଇ ଅଭିଯୋଗ କରିବା ପରେ ମଧ୍ୟ … Read More