ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ, ଆତ୍ମହତ୍ୟା କରିଥିବା କହିଲେ ପରିବାର ଲୋକେ
ଭୁବନେଶ୍ୱର : ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ । ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହାଉସିଂବୋର୍ଡ କଲୋନୀ ସରକାରୀ କ୍ବାଟରରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୁଜାତା ରାଣି କର । ଦୁଇ ମାସ ହେବ … Read More
