ରେଳ ଧାରଣା ପାରି ହେବା ବେଳେ ଚାଲିଗଲା ୪ ଜୀବନ

ମିର୍ଜାପୁର : ଭୁଲ ପାର୍ଶ୍ୱରେ ରେଳଗାଡ଼ିରୁ ଓହ୍ଲାଇ ଚାଲିଗଲା ୪ ଜଣଙ୍କ ଜୀବନ । ଆଜି ସକାଳେ ଉତ୍ତର ପ୍ରଦେଶର ମିର୍ଜାପୁରରେ ରେଳଗାଡ଼ି ଚଢ଼ି ଚାରିଜଣଙ୍କ ଜୀବନ ଚାଲିଯାଇଛି । ଚୁନାର ରେଳ ଷ୍ଟେସନ୍‌ରେ ସକାଳ ପ୍ରାୟ ୯:୩୦ ସମୟରେ ଚୋପନ-ପ୍ରୟାଗରାଜ … Read More

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପ୍ରଚାର ଶେଷ, ୧୩୧୪ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ: ବିହାରରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ୨୪୩ ଆସନ ବିଶିଷ୍ଟ ବିହାର ବିଧାନସଭାରେ ପ୍ରଥମ ପର୍ଯ୍ୟାୟରେ ୧୮ଟି ଜିଲ୍ଲାରେ ମୋଟ୍‌ ୧୨୧ଟି ଆସନରେ ଭୋଟ୍‌ ଗ୍ରହଣ ହେବ। ୧୩୧୪ ଜଣ ପ୍ରାର୍ଥୀ ପ୍ରଥମ … Read More

ବିହାର ନିର୍ବାଚନ: ୨୧୩୫ ବୁଥରେ ଭୋଟ୍ ସମୟ ଘଣ୍ଟାଏ କମିଲା

ପାଟନା: ବିହାରର ୧୮ ଜିଲ୍ଲାର ୧୨୧ଟି ବିଧାନସଭା ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ୍ ୬ ନଭେମ୍ବର ଗୁରୁବାର ଦିନ ହେବାକୁ ଯାଉଛି। ସୁରକ୍ଷା ଏବଂ ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖି ନିର୍ବାଚନ କମିସନ (ECI) ଛଅଟି ବିଧାନସଭା ନିର୍ବାଚନମଣ୍ଡଳୀର ୨,୧୩୫ଟି ମତଦାନ କେନ୍ଦ୍ରରେ … Read More

ବିହାର ନିର୍ବାଚନ: ମୁସଲିମ୍ ବହୁଳ ନିର୍ବାଚନ ମଣ୍ଡଳୀରେ ମଧ୍ୟ ରହିଛି ଏନଡିଏର ପ୍ରଭାବ

ପାଟନା: ବିହାରର ଜନସଂଖ୍ୟାର ପ୍ରାୟ ୧୮% ମୁସଲିମ୍ ସମ୍ପ୍ରଦାୟ ନିର୍ବାଚନ ରାଜନୀତିରେ ସର୍ବଦା ଏକ ଚର୍ଚ୍ଚିତ ବିଷୟ ହୋଇ ଆସିଛନ୍ତି। ରାଜନୈତିକ ବିଶ୍ଳେଷକମାନେ ଏହାକୁ କ୍ଷମତାର ଚାବିକାଠି ବୋଲି ବିବେଚନା କରନ୍ତି। ତଥାପି, ସାମ୍ପ୍ରତିକ ନିର୍ବାଚନ ଫଳାଫଳ ଦର୍ଶାଉଛି ଯେ, ମୁସଲିମ୍ ବହୁଳ ଅଞ୍ଚଳରେ … Read More

ଆମେରିକା ଉପରୁ ୨୪% ଶୁଳ୍କ ହଟାଇଲା ଚୀନ୍

ନୂଆଦିଲ୍ଲୀ: ଆମେରିକୀୟ ସାମଗ୍ରୀ ଉପରୁ ୨୪% ଶୁଳ୍କ ହଟାଇଲା ଚୀନ୍। ଏହାକୁ ଗୋଟିଏ ବର୍ଷ ପାଇଁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଦକ୍ଷିଣ କୋରିଆରେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ବୈଠକ … Read More

ଆସନ୍ତାକାଲି ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କର ପ୍ରଚାର କାର୍ଯ୍ୟକ୍ରମ ରହିଛି । କୋମନାରେ ରୋଡ୍‌-ସୋ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ … Read More

ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟିଲା ଯୁବକ

ବାସୁଦେବପୁର: ବାସୁଦେବପୁର ଥାନା ଅଧୀନ ଆରୁହା ପଞ୍ଚାୟତର କୁଞ୍ଚଆଢ଼ିଆ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜନୈକା ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟି ଦେଇଛନ୍ତି ଜଣେ ଯୁବକ। ଅଭିଯୁକ୍ତ ଜଣକ ବିଷ୍ଣୁବିନ୍ଧା ଗ୍ରାମର ବୋଲି ଜଣାପଡ଼ିଛି। ଏହି ଘଟଣାରେ … Read More

ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା, ରାଜ୍ୟର ଅର୍ଥନୈତିକ ପ୍ରଗତି ଓ ବନ୍ଦର ଭିତ୍ତିକ ଉନ୍ନତି ଉପରେ ଗୁରୁତ୍ୱ ଦେଇ ଏକ … Read More

କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି: ରାଜାରାଜେଶ୍ୱର ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ପଞ୍ଚକର ଶେଷ ଦିନରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ଆଜି ରାଜାରାଜେଶ୍ୱର ବେଶ ବା ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଭୋରରୁ ଦ୍ୱାରଫିଟା ପରେ ନୀତିକାନ୍ତି ବଢିବା … Read More

ଐତିହାସିକ କଟକ ବାଲିଯାତ୍ରା ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

କଟକ : ଐତିହାସିକ କଟକ ବାଲିଯାତ୍ରା ଉଦଘାଟିତ । ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  କଟକ ଇନ କଟକରେ ବାଲିଯାତ୍ରାକୁ ଉଦଘାଟନ କରିଛନ୍ତି ମୋହନ ମାଝୀ । ପ୍ରଥମେ ବୋଟ କ୍ଲବରୁ ଏକ ସୁସଜ୍ଜିତ ବୋଇତରେ ଆସି ମହାନଦୀ … Read More