ପରମାଣୁ ପରୀକ୍ଷଣ କରୁଛି ପାକିସ୍ତାନ: ଟ୍ରମ୍ପ
ପାକିସ୍ତାନ ପରମାଣୁ ପରୀକ୍ଷଣ କରୁଛି। ଏଭଳି ଖୁଲାସା କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। CBS ନ୍ୟୁଜକୁ ଏକ ସାକ୍ଷାତକାର ଦେବା ସମୟରେ ଟ୍ରମ୍ପ ଏହି ଦାବି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ, ପାକିସ୍ତାନ ପରମାଣୁ ପରୀକ୍ଷଣ କରୁଛି। ଉତ୍ତର କୋରିଆ … Read More
