ଜଙ୍ଗଲରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ପାଟଣାଗଡ଼ : ଗାଁ ପାଖ ଜଙ୍ଗଲରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର । ହତ୍ୟା ସନ୍ଦେହ ।  ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ରତାଖଣ୍ଡି ଗାଁ ପାଖ ଜଙ୍ଗଲରୁ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ହତ୍ୟା ଅଭିଯୋଗ ଆଣିଛନ୍ତି ପରିବାର … Read More

ସୀମା ବିବାଦକୁ ନେଇ ସମ୍ପର୍କୀୟ ଭାଇଙ୍କ ମଧ୍ୟରେ ସଂଘର୍ଷ: ୪ ଗୁରୁତର

ଆନନ୍ଦପୁର : ସୀମା ବିବାଦକୁ ନେଇ ତୁମୁଳକାଣ୍ଡ । ହଣାକଟାରେ ୪ ସମ୍ପର୍କୀୟ ଭାଇ ଗୁରୁତର । କେନ୍ଦୁଝର ଜିଲ୍ଲା ଘସିପୁରା ଥାନା କେଶଦୁରାପାଳ ଗାଁରେ ଘଟିଛି ଅଭାବନୀୟ ଘଟଣା । ଗାଁର ମହୁରୀ ଓଝା ଓ କୁନୀ ଓଝା ଦୁଇ ସମ୍ପର୍କୀୟ … Read More

ମାର୍ଚ୍ଚ ୮ରେ ସୁଭଦ୍ରା ନୂଆ ହିତାଧିକାରୀଙ୍କୁ ଏକାଥରେ ମିଳିବ ୨ଟି କିସ୍ତି

ଭୁବନେଶ୍ୱର : ମାର୍ଚ୍ଚ ୮ରେ ଏକାଥରେ ୨ଟି କିସ୍ତି ପାଇବେ ନୂଆ ସୁଭଦ୍ରା ହିତାଧିକାରୀ । ଆଜିଠୁ ସୁଭଦ୍ରା ପୋର୍ଟାଲରେ ଆରମ୍ଭ ହେଲା ଆବେଦନ । ମାସେ ଯାଏଁ ଆବେଦନ କରି ହେବ । ଆବଶ୍ୟକ ପଡିଲେ ସମୟ ସୀମା ମଧ୍ୟ ବୃଦ୍ଧି … Read More

ନୂଆପଡ଼ା ଉପ-ନିର୍ବାଚନ: ସୁରକ୍ଷା ବ୍ୟବସ୍ଥାରେ ଓଡ଼ିଶା ପୋଲିସ ସହ CRPF ର ୧୪ କମ୍ପାନୀ ନିୟୋଜିତ

ନୂଆପଡ଼ା: ନୂଆପଡ଼ା ଭୋଟ ପାଇଁ ନକ୍ସଲ ଚ୍ୟାଲେଞ୍ଜ । ନୂଆପଡ଼ା ଛତିଶଗଡ଼ ସୀମାକୁ ଲାଗିଛି । ତେଣୁ ନକ୍ସଲବାଦୀ ଦୃଷ୍ଟିକୋଣରୁ ଏଠାରେ ସମସ୍ୟା ରହିଛି। ନକ୍ସଲମାନଙ୍କର ଏହି ଅଞ୍ଚଳରେ ଏବେ ମଧ୍ୟ ପ୍ରଭାବ ରହିଛି ବୋଲି ଗୁଇନ୍ଦା ସୂଚନା ମିଳିଛି । ଉପ … Read More

ବ୍ରହ୍ମପୁର ଏସପିଙ୍କୁ ହାଇକୋର୍ଟଙ୍କ ନୋଟିସ୍ : ନିର୍ବାଚନୀ ମାମଲାରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ

ବ୍ରହ୍ମପୁର: ଅଡ଼ୁଆରେ ବ୍ରହ୍ମପୁର ଏସପି । ନିର୍ବାଚନୀ ମାମଲାରେ ବ୍ରହ୍ମପୁର ଏସ୍ ପିଙ୍କୁ ଜବାବ ମାଗିଲେ ହାଇକୋର୍ଟ । ବ୍ରହ୍ମପୁର ବିଜେପି ବିଧାୟକ କେ. ଅନିଲ କୁମାରଙ୍କ ବିରୋଧରେ ରୁଜୁ ନିର୍ବାଚନୀ ମାମଲାରେ ଏସ୍ ପିଙ୍କୁ ନୋଟିସ୍ । ପୀତବାସ ପଣ୍ଡା ହତ୍ୟା … Read More

ମାଖନଲାଲ ବିଶ୍ବବିଦ୍ୟାଳୟ ତୃତୀୟ ମହଲାରୁ ଖସି ଛାତ୍ର ଗୁରୁତର

ଭୋପାଳ: ମଧ୍ୟପ୍ରଦେଶ ଭୋପାଳର ମାଖନଲାଲ ବିଶ୍ବବିଦ୍ୟାଳୟରେ ଜଣେ ଛାତ୍ର ତୃତୀୟ ମହଲାରୁ ପଡି ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଛାତ୍ରଙ୍କ ନାଁ ଦିବ୍ୟାଂଶ ଚୋକସୀ ବୋଲି ଜଣାପଡିଛି। ଶ୍ରେଣୀ ଗୃହରୁ ବାହାରିବା ସମୟରେ ଅସାବଧାନତା ବଶତଃ ଗୋଡ ଖସିଯିବାରୁ ଏହି … Read More

ଏନଡିଏର ନିର୍ବାଚନୀ ଇସ୍ତାହାର: କୋଟିଏ ଚାକିରି, କୋଟିଏ ଲକ୍ଷପତି ଦିଦି

ପାଟନା: ବିହାର ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି ଏନଡିଏ । ପାଟନାର ହୋଟେଲ ମୌର୍ଯ୍ୟରେ ‘ସଂକଳ୍ପ ପତ୍ର’ପ୍ରକାଶ କରିବା ବେଳେ ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା, ମୂଖ୍ୟମନ୍ତ୍ରୀ ନୀତିଶ କୁମାର, କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝି, କେନ୍ଦ୍ରମନ୍ତ୍ରୀ … Read More

୪୦୦ ଅତିକ୍ରମ କଲା ଦିଲ୍ଲୀରେ ଏକ୍ୟୁଆଇ

ନୂଆଦିଲ୍ଲୀ: ଦୀପାବଳି ପରଠାରୁ ଦିଲ୍ଲୀରେ ପ୍ରଦୂଷଣ ମାତ୍ରା ଉଦ୍‌ବେଗଜନକ ହୋଇଉଠୁଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ରିପୋର୍ଟ ଅନୁଯାୟୀ ଗୁରୁବାର ସକାଳ ୧୦ଟା ସୁଦ୍ଧା ଦିଲ୍ଲୀରେ ଏକ୍ୟୁଆଇ (ବାୟୁ ମାନ ସୂଚକାଙ୍କ) ୪୦୦ ଅତିକ୍ରମ କରିଥିବା ଜଣାପଡିଛି। ସୋମବାର, ମଙ୍ଗଳବାର ଓ … Read More

ପାକ୍‌ ସୀମାରେ ସମରାଭ୍ୟାସ ଆରମ୍ଭ କଲା ଭାରତ

ନୂଆଦିଲ୍ଲୀ: ଭାରତର ତିନି ପ୍ରତିରକ୍ଷା ବାହିନୀ ପକ୍ଷରୁ ଗୁରୁବାର ପାକିସ୍ତାନ ସଂଲଗ୍ନ ସୀମାରେ ୧୨ ଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଅକ୍ଟୋବର ୩୦ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମରାଭ୍ୟାସକୁ ‘ତ୍ରିଶୂଳ’ ନାମରେ ନାମିତ କରାଯାଇଛି। ଗୁଜରାଟ … Read More

ଜଷ୍ଟିସ ସୂର୍ଯ୍ୟକାନ୍ତ ସୁପ୍ରିମକୋର୍ଟର ୫୩ତମ ସିଜେଆଇ ନିଯୁକ୍ତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତକୁ ଅନୁୁମୋଦନ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜଷ୍ଟିସ ବି.ଆର.ଗବଇ ଅବସର … Read More