ବାତ୍ୟା ପାଇଁ ଆସନ୍ତାକାଲି ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ
ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର 29 ତାରିଖରେ ପରିଦର୍ଶକଙ୍କ ପାଇଁ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ଉଦ୍ଭିଦ ଉଦ୍ୟାନ । ବାତ୍ୟା “ମୋନ୍ଥା” କୁ ଦୃଷ୍ଟିରେ ରଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଉପନିର୍ଦ୍ଦେଶକଙ୍କ ଦ୍ୱାରା ବିଜ୍ଞପ୍ତି ଜାରି କରାଯାଇଛି … Read More
