ଜଳିଗଲା ବ୍ରହ୍ମପୁତ୍ର ଆପାର୍ଟମେଣ୍ଟ

ନୂଆଦିଲ୍ଲୀ : ଦିଲ୍ଲୀରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି। ସାଂସଦ ରହୁଥିବା ବ୍ରହ୍ମପୁତ୍ର ଆପାର୍ଟମେଣ୍ଟରେ ନିଆଁ ଲାଗି ବହୁ ଗାଡି ପୋଡି ପାଉଁଶ ହୋଇଯାଇଛି। ଏପରିକି ଆପାର୍ଟମେଣ୍ଟରେ ରହୁଥିବା କିଛି ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି। ଏହି ଆପର୍ଟମେଣ୍ଟରେ ଅନେକ ରାଜ୍ୟସଭା ସାଂସଦ … Read More

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲ ଶେଷ, ତେଜସ୍ୱୀ କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ପାଟନା: ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଶେଷ ହୋଇଛି। ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିଲା। ଶାସକ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ)ର ଅଂଶୀଦାର ଦଳଗୁଡିକ ଆସନ ବୁଝାମଣା ଆଧାରରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। … Read More

ଆଫଗାନିସ୍ତାନ-ପାକିସ୍ତାନ ଯୁଦ୍ଧ ବନ୍ଦ କରିବେ ଟ୍ରମ୍ପ !

ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବେ ଡୋନାଲ୍ଡ ଟ୍ରମ୍ପ । ଏହାର ସମାଧାନ କରିବା ମୋ ପାଇଁ ବହୁତ ସହଜ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏହି ଯୁଦ୍ଧ ବନ୍ଦ କରିବା ସହ … Read More

ଆଫଗାନିସ୍ତାନରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌: ୩କ୍ରିକେଟ ମୃତ

ଆଫଗାନିସ୍ତାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ । ଏଥିରେ ଆଫଗାନିସ୍ତାନର ୩ଜଣ କ୍ରିକେଟରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଶୁକ୍ରବାର ଦିନ ଆଫଗାନିସ୍ତାନର ପକତିକା ପ୍ରୋଭିନ୍ସରେ ଏୟାରଷ୍ଟ୍ରାଇକ କରିଥିଲା ପାକିସ୍ତାନ । ଏଥିରେ ୩ଜଣ ଘରୋଇ କ୍ରିକେଟରଙ୍କ ମୃତ୍ୟୁ ହୋଇଥିବା କହିଛି ଆଫଗାନ … Read More

ଶେଖ ହସିନାଙ୍କ ପାଇଁ ମୃତ୍ୟୁଦଣ୍ଡ ଦାବି କଲେ ସରକାରୀ ଓକିଲ

ବାଂଲାଦେଶ: ବାଂଲାଦେଶର ବିତାଡିତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପାଇଁ ମୃତ୍ୟୁଦଣ୍ଡ ଦାବି କରିଛନ୍ତି ବାଂଲାଦେଶର ଆନ୍ତର୍ଜାତିକ କ୍ରାଇମ ଟ୍ରାଇବୁନାଲର ମୁଖ୍ୟ ଓକିଲ ମହମ୍ମଦ ତାଜୁଲା ଇସଲାମ। ମହମ୍ମଦ କହିଛନ୍ତି ୨୦୨୪ରେ ଦେଶରେ ହୋଇଥିବା ବିକ୍ଷୋଭ ଓ ଆନ୍ଦୋଳନର ମୁଖ୍ୟ ସୂତ୍ରଧର ହେଉଛନ୍ତି … Read More

ଗରିବ ରଥ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଜଳିଗଲା ୩ଟି ବଗି

ନୂଆଦିଲ୍ଲୀ: ଶନିବାର ସକାଳେ ଅର୍ଥାତ୍ ଆଜି ଲୁଥିଆନାରୁ ଦିଲ୍ଲୀ ଯାଉଥିବା ଗରିବ ରଥ ଏକ୍ସପ୍ରେସ ଟ୍ରେନରେ ଘଟିଛି ଅଗ୍ନିକାଣ୍ଡ । ଜଳିଗଲା ଟ୍ରେନର ତିନୋଟି ଏସି ବଗି । ସିରହିନ୍ଦ ରେଳ ଷ୍ଟେସନରୁ ଅମ୍ବାଲା ଅଭିମୁଖେ ପ୍ରାୟ ଅଧ କିଲୋମିଟର ଦୂରରେ ଥିବା … Read More

ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ଛୁଟି

ଭୁବନେଶ୍ବର: ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି। ଅର୍ଥାତ୍ ୨୦୨୫ ଅକ୍ଟୋବର ୨୦ ଓ ୨୧ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଆସନ୍ତା … Read More

୨୧ ସୁଦ୍ଧା ଲଘୁଚାପ, ପରେ ଅବପାତ: ‘ବାତ୍ୟା ନେଇ ଜାରି କରାଯାଇ ନାହିଁ ସତର୍କ ସୂଚନା‘

ଭୁବନେଶ୍ଵର : ଆମେରିକାର ଜିଏଫ୍‌ଏସ୍‌ ମଡେଲ ବର୍ତ୍ତମାନ ଏମିତି ଏକ ଆକଳନ କରିଛି, ଯେଉଁଥିରେ ବଙ୍ଗୋପସାଗରରେ ଦୁଇଟି ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଏହା ୧୯୯୯ ମସିହା ମହାବାତ୍ୟାର ଇତିହାସକୁ ଦୋହରାଇବ ବୋଲି ଆକଳନ କରାଯାଉଛି। ୨୧ ତାରିଖ … Read More

ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା, ବସ୍ ଓଲଟି ୨୫ ଆହତ

ବାରିପଦା: ବାଙ୍ଗିରିପୋଷି ଘାଟି ଦୁର୍ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ଚିଫ୍ ଫାୟାର ଅଫିସର। ସେ କହିଛନ୍ତି ଓଭରଟେକ୍‌ ପାଇଁ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘାଟି ରାସ୍ତାର ମରାମତି କାମ ଚାଲିଛି । ତେଣୁ ବସ୍‌ଟି ଓଭରଟେକ୍‌ କରିବା ଉଚିତ୍ ନଥିଲା। ବସ୍‌ରେ … Read More

ସାଇବର ସୁରକ୍ଷା ପାଇଁ ୧୭୦ ଟେକ୍ନିକାଲ ଏକ୍ସପର୍ଟଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ବର: ସମାଜ ପାଇଁ ଆଜି ବଡ ଚ୍ୟାଲେଞ୍ଜ ହୋଇଥିବା ସାଇବର ଅପରାଧକୁ ରୋକିବା ପାଇଁ ସଚେତନତା ହେଉଛି ସବୁଠାରୁ ବଡ ଶକ୍ତିଶାଳୀ ଅସ୍ତ୍ର ବୋଲି ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସାଇବର ସୁରକ୍ଷା ସଚେତନତା ଅଭିଯାନ ୨୦୨୫ର ଶୁଭାରମ୍ଭ ଅବସରରେ କହିଛନ୍ତି … Read More