ଚାକିରି କରାଇ ଦେବା ଆଳରେ କୋଟିଏରୁ ଊର୍ଦ୍ଧ୍ବ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ
ଭଦ୍ରକ: ଚାକିରି କରାଇଦେବା ନାଁରେ ଏକ କୋଟି ଟଙ୍କା ଠକେଇ। ଠକକୁ ଦୀଘାରୁ ବାନ୍ଧିଲା ଭଦ୍ରକ ପୁଲିସ । ସରକାରୀ ଚାକିରୀ କରାଇ ଦେବା ନାଁରେ ଠକୁଥିବା ଜଣେ ଠକକୁ ଦୀଘାରୁ ବାନ୍ଧିଛି ଭଦ୍ରକ ଟାଉନ ପୋଲିସ । ଅଭିଯୁକ୍ତ ଯୁବକ ଜଣକ … Read More
