ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ ରବି ନାୟକଙ୍କ ପରଲୋକ
ପଣାଜୀ : ଗୋଆର କୃଷି ମନ୍ତ୍ରୀ ତଥା ପୂର୍ବ ମୁଖ୍ୟମନ୍ତ୍ରୀ ରବି ନାୟକଙ୍କ ହାର୍ଟଆଟାକରେ ପରଲୋକ ହୋଇଛି । ୭୯ ବର୍ଷ ବୟସରେ ତାଙ୍କ ବାସଭବନରେ ହାର୍ଟଆଟାକ ହେବା ଯୋଗୁଁ ତାଙ୍କ ଜୀବନ ଚାଲିଯାଇଛି । ତାଙ୍କୁ ଏକ ପ୍ରାଇଭେଟ ହସପିଟାଲରେ ଭର୍ତ୍ତି … Read More
